Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେଡିରେ ମିଶିଲେ ବିଜେପିର ହଜାରେରୁ ଅଧିକ କର୍ମୀ

by ସଞ୍ଜୟ ସ୍ୱାଇଁ
March 22, 2024
in Politics, State
ବିଜେଡିରେ ମିଶିଲେ ବିଜେପିର ହଜାରେରୁ ଅଧିକ କର୍ମୀ
123
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ଢେଙ୍କାନାଳରେ ବିଜେଡିର ବିରାଟ ମିଶ୍ରଣ ପର୍ବ । ବଢ଼ିଲା ବିଜେଡି ବଳ । ୧ ହଜାରରୁ ଅଧିକ ବିଜେପି କର୍ମୀ ଯୋଗଦେଲେ ବିଜେଡିରେ । ଢେଙ୍କାନାଳ ମ୍ଯୁନିସିପାଲିଟିର ୬ ଜଣ କାଉନସିଲରଙ୍କ ସମେତ ବିଜେପିର ବହୁ ପୁରୁଖା କର୍ମୀ ଓ ନେତା ବିଜେଡିରେ ଯୋଗଦେଇଛନ୍ତି । ଏମାନଙ୍କ ମଧ୍ୟରେ ଅଛନ୍ତି ୨ ଶହରୁ ଅଧିକ ମହିଳା । ନିର୍ବାଚନ ପାଖେଇ ଆସୁଥିବା ବେଳେ ବିଜେପିକୁ ବଡ଼ ଝଟକା ଲାଗିଛି । ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶ ଓ ଲୋକାଭିମୁଖୀ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ୧ ହଜାରରୁ ଅଧିକ ବିଜେପି କର୍ମୀ ବିଜେଡିରେ ଯୋଗଦେଇଛନ୍ତି। ମିଶ୍ରଣ ପର୍ବରେ ଢେଙ୍କାନାଳ ବିଧାୟକ ସୁଧୀର କୁମାର ସାମଲ, ସାଂସଦ ମହେଶ କୁମାର ସାହୁ, ବିଜେଡି ଜିଲ୍ଲା ସଭାପତି ନୃସିଂହ ଚରଣ ସାହୁ, କାର୍ଯ୍ୟକାରୀ ସଭାପତି ଦେବୀ ପ୍ରସାଦ ଭୂତିଆ, ଉପ-ନଗରପାଳ ପ୍ରକାଶ ଚନ୍ଦ୍ର କୁଅଁର, ଓକିଲ ସଂଘ ସଭାପତି ଗୋପାଳ ଚନ୍ଦ୍ର ପାତ୍ର, ଜିଲ୍ଲା ମହିଳା ସଭାପତି ସାଗରିକା ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!