Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୨ରେ ବିଜେଡି ବିଧାୟକ ଦଳ ବୈଠକ

by ସଞ୍ଜୟ ସ୍ୱାଇଁ
September 17, 2023
in Politics, State
୨୨ରେ ବିଜେଡି ବିଧାୟକ ଦଳ ବୈଠକ
111
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆସନ୍ତା ୨୨ ତାରିଖରେ ବିଜେଡି ବିଧାୟକ ଦଳ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ । ସେହିଦିନ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ । ତେଣୁ ବିଧାନସଭାରେ ବିରୋଧୀ ମୁକାବିଲା ସହିତ ସଫଳତାର ସହ ବିଧାନସଭା ପରିଚାଳନା ନେଇ ରଣନୀତି ନିର୍ଦ୍ଧାରଣ କରାଯିବ । ଏ ନେଇ ବିଜେଡି ବିଧାୟକ ଦଳ ବୈଠକରେ ବିସ୍ତୃତ ଭାବେ ଆଲୋଚନା ହେବ । ସେହିପରି ୨୨ରେ ବାଚସ୍ପତି ନିର୍ବାଚନ ଥିବାରୁ ବିରୋଧୀ ଏଥିରେ ସାମିଲ ହେବାକୁ ଅନୁରୋଧ କରିଛନ୍ତି ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି । ଶ୍ରୀ ମୁଦୁଲି କହିଛନ୍ତି ଗଣତନ୍ତ୍ରର ବଡ଼ଦିନ ବାଚସ୍ପତି ନିର୍ବାଚନ । ତେଣୁ ଏହାକୁ ନେଇ ରାଜନୀତି ନକରିବାକୁ ସେ ଅପିଲ କରିଛନ୍ତି । ବାଚସ୍ପତି ନିର୍ବାଚନରେ ବିରୋଧୀଙ୍କର ମଧ୍ୟ ଭୂମିକା ରହିଛି ବୋଲି ଶ୍ରୀ ମୁଦୁଲି କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!