Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜୁ ଜନତା ଦଳରେ ସାମିଲ ହେଲେ ବିରୋଧୀ ନେତା

by ସଞ୍ଜୟ ସ୍ୱାଇଁ
July 23, 2023
in Nayagarh, Politics, State
ବିଜୁ ଜନତା ଦଳରେ ସାମିଲ ହେଲେ ବିରୋଧୀ ନେତା
814
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ଦିନକୁ ଦିନ ଶକ୍ତିଶାଳୀ ହେବାରେ ଲାଗିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିତୀ ଆଦର୍ଶ ଓ ନୟାଗଡ଼ ବିଧାୟକ ଡ.ଅରୁଣ କୁମାର ସାହୁଙ୍କ ବିକାଶ ମୁଳକ କାର୍ଯ୍ୟରେ ଉତ୍ସାହିତ ହୋଇ ବହୁ ଲୋକ ବିଜୁ ଜନତା ଦଳରେ ସାମିଲ ହେଉଛନ୍ତି । ଆଜି ବିଧାୟକଙ୍କ ସରକାରୀ ବାସଭବନରେ ଜହ୍ନିପଦା ଗ୍ରାମ ପଞ୍ଚାୟତ ଜହ୍ନିପଦା ଗ୍ରାମର ବିଶ୍ୱନାଥ ନାୟକ (ଲଣ୍ଡା) ଓ ସୋମନାଥ ନାୟକ (ଦୋଳିଆ) ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି । ଆଜିର ଏହି ମିଶ୍ରଣ ପର୍ବରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ସମେତ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଜିଳ୍ଲା ପରିଷଦ ସରୋଜ ରଣସିଂ, ଜିଲ୍ଲା ପରିଷଦ ଆଶିଷ ଅଗ୍ରୱାଲ ଓ ନୟାଗଡ଼ ବ୍ଲକ ଆତ୍ମାର ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ନାୟକ ପ୍ରମୁଖ ଉପସ୍ଥିତ ରହିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!