Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେଡି କାର୍ଯ୍ୟାଳୟରେ ରଜ ଉତ୍ସବ

by ସଞ୍ଜୟ ସ୍ୱାଇଁ
June 14, 2025
in Breaking, Nayagarh
ବିଜେଡି କାର୍ଯ୍ୟାଳୟରେ ରଜ ଉତ୍ସବ
398
VIEWS
Share on FacebookShare on Twitter

ଟ୍ରାକ ସିଙ୍ଗର କଣ୍ଠସ୍ଵରରେ ଝୁମିଲେ ମହିଳା

ନୟାଗଡ଼,(ବାଘୁଆବର୍ତ୍ତା): ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଆଜି ରଜ ଉତ୍ସବ ପାଳନ କରାଯାଇଛି। ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଆବାହକତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ବିଜୁ ଜନତା ଦଳ ମହିଳା ସଭାନେତ୍ରୀ ବିରଜା ଲକ୍ଷ୍ମୀ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ବହୁ ମହିଳା ଜନପ୍ରତିନିଧିଙ୍କ ସମେତ ଶତାଧିକ ଛାତ୍ରୀ ଓ ମହିଳା ସାମିଲ ହୋଇଥିଲେ। ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ନୟାଗଡ଼ ବ୍ଲକ ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ, ନୟାଗଡ ନିର୍ବାଚନ ମଣ୍ଡଳୀ ସଭାପତି ଗଙ୍ଗାଧର ପଣ୍ଡା, ଦୁର୍ଯ୍ୟୋଧନ ବେହେରା, ସମସ୍ତ ମହିଳା ସରପଞ୍ଚ ଓ ମହିଳା ସମିତି ସଭ୍ୟା ପ୍ରମୁଖ ସାମିଲ ହୋଇଥିଲେ। ରଜ ପାନ, ସହ ଖାଦ୍ୟପେୟ ବ୍ୟବସ୍ଥା ହୋଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!