Friday, April 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

by ସଞ୍ଜୟ ସ୍ୱାଇଁ
April 17, 2026
in Nayagarh
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ
30
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ବିଜୁ ଜନତା ଦଳ କାର୍ଯ୍ୟାଳୟରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ ପାଳିତ ହୋଇଯାଇଛି। ନୟାଗଡ଼ ଜିଲ୍ଲାର ନିର୍ବାଚନ ମଣ୍ଡଳୀ ବିଜେଡି ସଭାପତି ଗଙ୍ଗାଧର ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ, ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ନୟାଗଡ଼ ପୌର ପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ, ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ବିଜୁ ଜନତା ଦଳର ଜିଲ୍ଲା ମହିଳା ସଭାପତି ତଥା ଜିଲ୍ଲା ପରିଷଦ ସଦସ୍ୟା ବିରଜାଲକ୍ଷ୍ମୀ ସାହୁ, ଜିଲ୍ଲା ପରିଷଦ ସୁବାଷ ଚନ୍ଦ୍ର କଅଁର, କ୍ଷୀରୋଦ କୁମାର ମହାପାତ୍ର, ସରୋଜ କୁମାର ରଣସିଂହ, ବିଜେଡ଼ି ବ୍ଲକ୍ ସଭାପତି ଭଞ୍ଜ ବାବୁ, ବିଜୁ ଯୁବ ଜନତା ଦଳର ଜିଲ୍ଲା ସଭାପତି ଦୁର୍ଯ୍ୟୋଧନ ବେହେରା, ପୂର୍ବତନ ଛାତ୍ର ସଭାପତି ନୀଳମାଧବ ପଣ୍ଡା, ସଂଖ୍ୟା ଲଘୁ ସେଲର ସଭାପତି ଏସକେ ନଇମ୍ ପ୍ରମୁଖ ଯୋଗ ଦେଇ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।

ଏବଂ ବିଜୁ ବାବୁଙ୍କ ସଂମ୍ପର୍କ ସୁଚିନ୍ତିତ ମତବ୍ୟକ୍ତ କରିଥିଲେ। ସଭା କାର୍ଯ୍ୟ ଶେଷ ହେବା ପରେ ବିଧାୟକ ଡ଼ ସାହୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଗସ୍ତ କରିଥିଲେ। ସ୍ୱର୍ଗତ ବିଜୁ ବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ ଉପଲକ୍ଷେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ରୋଗୀ ମାନଙ୍କୁ ଫଳ ବଣ୍ଟନ କରିଥିଲେ ନୟାଗଡ଼ ବିଧାୟକ ଡ଼ ସାହୁ।

ତତ୍ ସହିତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରିଣୀ ପୁଷ୍ପା ଲାକ୍ରାଙ୍କ ସହ ଭେଟ ହୋଇ ରୋଗୀ ମାନଙ୍କୁ କିପରି ଉତ୍ତମ ସେବା ଯୋଗାଇ ଦିଆଯିବ ସେ ନେଇ ଆଲୋଚନା କରିଥିଲେ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!