Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଧାନସଭାରେ ବିଜେପି ବିଧାୟକଙ୍କ ହଟ୍ଟଗୋଳ, ୪ଟା ପର୍ଯ୍ୟନ୍ତ ଗୃହ ମୁଲତବି

by ସଞ୍ଜୟ ସ୍ୱାଇଁ
October 3, 2023
in Politics, State
ବିଧାନସଭାରେ ବିଜେପି ବିଧାୟକଙ୍କ ହଟ୍ଟଗୋଳ,  ୪ଟା ପର୍ଯ୍ୟନ୍ତ ଗୃହ ମୁଲତବି
50
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବିଧାନସଭା ଠିକରେ ଚାଲିପାରୁନି । ବିରୋଧୀ ବିଧାୟକଙ୍କ ହଟ୍ଟଗୋଳ କାରଣରୁ ବିଧାନସଭାକୁ ଦିନ ୪ଟା ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତ୍ତି । ବିଜେପି ବିଧାୟକଙ୍କ ଜୋରଦାର ହଟ୍ଟଗୋଳ ଓ ପୋଡିୟମ ନିକଟକୁ ଯାଇ ନାରାବାଜୀ କାରଣରୁ ବିଧାନସଭାକୁ ମୁଲତିବି ରଖାଯାଇଛି । ବିଜେପି ସାଂସଦମାନେ ବାଚସ୍ପତିଙ୍କ ପୋଡିୟମ ନିକଟକୁ ଯାଇ ମୁଖ୍ୟମନ୍ତ୍ରୀ ବିବୃତିରୁ ଜନବିରୋଧୀ ଶବ୍ଦକୁ ବାଦ ଦେବାକୁ ଦାବି କରିଥିଲେ । ଏହାସହ ବାଚସ୍ପତିଙ୍କୁ ଡାଲି ଫୋପାଡିବା ଘଟଣାରେ ନିଲମ୍ବିତ ହୋଇଥିବା ବିଜେପିର ୨ଜଣ ବିଧାୟକଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର କରିବାକୁ ବିଜେପି ବିଧାୟକମାନେ ଦାବି କରିଛନ୍ତି । ବିଜେପି ସାଂସଦଙ୍କ ହଟ୍ଟଗୋଳ ଯୋଗୁ ଗୃହକୁ ଅପରାହ୍ନ ୪ଟା ପର‌୍ୟ୍ୟନ୍ତ ମୁଲତବି ରଖିଛନ୍ତି ବାଚସ୍ପତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!