Wednesday, April 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେପି ସରକାରର ବିଫଳତାକୁ ନେଇ ଲୋକଙ୍କ ପାଖକୁ ଯିବ ବିଜେଡି : ଅରୁଣ

by ସଞ୍ଜୟ ସ୍ୱାଇଁ
May 22, 2025
in State
ୟୁଜି-ପିଜିରେ ସିଟ୍ ଖାଲି ପଡୁଛି, ସେଠାରେ ସଂରକ୍ଷଣ ଦେବାର ମାନେ କ’ଣ ? : ଅରୁଣ
58
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବିଜେପି ସରକାରର ବିଫଳତାର ତାଲିକା ପ୍ରସ୍ତୁତ କରି ଲୋକଙ୍କ ପାଖକୁ ଯିବ ବିଜେଡି । ସରକାରକୁ ଆସିବାର ଶହେ ଦିନରେ ସବୁ କରିବାକୁ କହିଥିଲେ ବିଜେପି, ହେଲେ ବର୍ଷେ ହେବାକୁ ଆଉ ମାତ୍ର ୨୦ ଦିନ ବାକି ଅଛି । କୁଆଡେ ଗଲା ସବୁ କାମ ବୋଲି କହିଛନ୍ତି ନୟାଗଡ଼ ବିଜେଡି ବିଧାୟକ ଡ. ଅରୁଣ କୁମାର ସାହୁ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ସେମାନେ ଯେଉଁ ସଫଳତାର ଫର୍ଦ୍ଦ ପ୍ରସ୍ତୁତ କରିଛନ୍ତି । ଆଗ ତାକୁ ଦିଅନ୍ତୁ. ତା ପରେ ବିଫଳତାର ଫର୍ଦ୍ଦ ଲୋକଙ୍କୁ ବିଜେଡି ଦେବ ।ଲୋକ ଜାଣନ୍ତି ଦାୟିତ୍ୱବାନ ବିରୋଧୀ ଦଳ ଭାବେ ବିଜେପି ଯାହା କହି କରିନି, ସେ ବିଫଳତା ସ୍ପଷ୍ଟ ଭାବେ ଲୋକଙ୍କ ପାଖରେ ରଖିବ ବିଜେଡି । ବିଜେପି କେବେ ବି ଘର ଘରକୁ ଯାଇ ପାରିବେ ନାହିଁ । ବଜାର ଛକରେ ବସି ମିଟିଂ କରିବେ, ହେଲେ ଗୋଟେ ଘରକୁ ବି ଯାଇ ନାହାନ୍ତି । କେବେ ବି ଘରକୁ ଯାଆନ୍ତି ନାହିଁ । କେବଳ ପ୍ରତି କାର‌୍ୟ୍ୟକ୍ରମରେ କୁହନ୍ତି ଯେ ଘରକୁ ଯିବୁ । ଏ ଦିଗରେ ବିଜେଡି ଖୁବ ଶୀଘ୍ର ଏକ ବୈଠକ କରି ଆଲୋଚନା କରିବ ।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!