Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେଡିରେ ମିଶିଲେ ଭଦ୍ରକ ଜିଲ୍ଲାର ବିଜେପି ମଣ୍ଡଳ ସଭାପତି

by ସଞ୍ଜୟ ସ୍ୱାଇଁ
October 12, 2023
in Politics, State
ବିଜେଡିରେ ମିଶିଲେ ଭଦ୍ରକ ଜିଲ୍ଲାର ବିଜେପି ମଣ୍ଡଳ ସଭାପତି
56
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀଙ୍କ ଜନାହିତକର କାର୍ଯ୍ୟ ପାଇଁ ବିଜେଡିରେ ସାମିଲ ହେଲେ ବିଜେପି ମଣ୍ଡଳ ସଭାପତି । ଭଦ୍ରକ ବିଧାୟକଙ୍କ ବାସଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ବିଜେପି ଛାଡି ବିଜେଡିରେ ସାମିଲ ହୋଇଛନ୍ତି ଭଦ୍ରକ ଜିଲ୍ଲା ୨୮ ନମ୍ବର ଜୋନ୍ ମଣ୍ଡଳ ସଭାପତି ନାରାୟଣ ସେନାପତି । ସେ ଦୀର୍ଘଦିନ ଧରି ବିଜେପି ଦଳରେ ସକ୍ରିୟ ଭାବେ କାମ କରୁଥିଲେ । ଭଦ୍ରକ ବିଧାୟକଙ୍କ ଉନ୍ନୟନମୂଳକ କାର୍ଯ୍ୟ ଦେଖି ସେ ବିଜେଡିରେ ସାମିଲ ହୋଇଛନ୍ତି । ନିଜର ଶତାଧିକ କର୍ମୀଙ୍କୁ ସାଙ୍ଗରେ ଧରି ସାମିଲ ହୋଇଛନ୍ତି । ବିଜେଡି ଦଳରେ ତାଙ୍କର ଯୋଗଦାନ ଦଳକୁ ସୁଦୃଢ଼ କରିବ ବୋଲି ବିଧାୟକ କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!