Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଦ୍ମ ଛାଡି ଶଙ୍ଖ ଧରିଲେ ୧୦୦ରୁ ଅଧିକ କର୍ମୀ

by ସଞ୍ଜୟ ସ୍ୱାଇଁ
October 11, 2021
in State
ପଦ୍ମ ଛାଡି ଶଙ୍ଖ ଧରିଲେ ୧୦୦ରୁ ଅଧିକ କର୍ମୀ
227
VIEWS
Share on FacebookShare on Twitter

ନିଶ୍ଚିତକୋଇଲି, (ବାଘୁଆବାର୍ତ୍ତା): ପଂଚାୟତ ନିର୍ବାଚନ ଯେତିକି ପାଖେଇ ଆସୁଛି କର୍ମୀମାନଙ୍କର ଦଳ ବଦଳ ସେତିକି ବୃଦ୍ଧି ପାଉଛି । କଟକ ଜିଲ୍ଲା ମାହାଙ୍ଗା ନିର୍ବାଚନ ମଣ୍ଡଳୀ ନିଶ୍ଚିନ୍ତକୋଇଲି ବ୍ଲକର ଜମରା ଓ ଓରତି ପଂଚାୟତରୁ ୧୦୦ରୁ ଉର୍ଦ୍ଧ୍ବ ବିଜେପି କର୍ମୀ ଦଳ ଛାଡ଼ି ବିଜେଡ଼ିରେ ଯୋଗ ଦେଇଛନ୍ତି । ବିଜେପି ନେତା ଆଶୁତୋଷ ତ୍ରିପାଠୀଙ୍କ ନେତୃତ୍ବରେ ବିଜେପି ଦଳ ଛାଡ଼ି ମନ୍ତ୍ରୀ ପ୍ରତାପ ଜେନାଙ୍କ ଉପସ୍ଥିତିରେ ବିଜେଡ଼ିରେ ଯୋଗ ଦେଇଛନ୍ତି । ଏହି ଅବସରରେ ଓରତିଠାରେ ଥିବା କୈଳାସ ମଣ୍ଡପ ପରିସରରେ ପୂର୍ବତନ ବ୍ଲକ୍ ଅଧ୍ୟକ୍ଷ ଗିରିଶ ରଞ୍ଜନ ମହାପାତ୍ରଙ୍କ ସଭାପତିତ୍ବରେ ବିଜେଡ଼ି ମିଶ୍ରଣ ସମାବେଶ ଅନୁଷ୍ଠିତ ହୋଇଯାଇଛି । ବିଜେପି ଦଳର ନେତା ଓ ନୀତିହୀନ କାର୍ୟ୍ୟକ୍ରମରେ କର୍ମୀମାନେ ଅତିଷ୍ଠ ହେବା ସହ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ, ଜନକଲ୍ୟାଣ କାର୍ୟ୍ୟକ୍ରମ ଓ ମନ୍ତ୍ରୀ ପ୍ରତାପ ଜେନାଙ୍କ ବଳିଷ୍ଠ ନେତୃତ୍ବ ପ୍ରତି ଆସ୍ତା ପ୍ରକଟ କରି ବିଜେଡ଼ିରେ ସାମିଲ ହୋଇ ଆଗାମୀ ଦିନରେ ବିଜେଡ଼ି ଦଳକୁ ଅଧିକ ସୁଦୃଢ଼ ହେବାକୁ ନବାଗତ କର୍ମୀମାନେ ମତ ବ୍ୟକ୍ତ କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!