Tuesday, May 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପରିଚୟ ହଜାଇବାକୁ ବସିଲାଣି ଗୋଲମରିଚ

by ସଞ୍ଜୟ ସ୍ୱାଇଁ
May 15, 2025
in State
ପରିଚୟ ହଜାଇବାକୁ ବସିଲାଣି ଗୋଲମରିଚ
56
VIEWS
Share on FacebookShare on Twitter

ଦାରିଙ୍ଗବାଡ଼ି, (ବାଘୁଆବାର୍ତ୍ତା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ସ୍ବତନ୍ତ୍ର ପରିଚୟ ଦେଇଥିବା କଫି ବଗିଚା ଓ ତା’ ପରିସର ମଧ୍ୟରେ ରହିଥିବା ଗୋଲମରିଚ ଏବେ ନିଜ ପରିଚୟ ହଜାଇବାକୁ ବସିଲାଣି। ବଗିଚା ଯେଉଁଭଳି ଅସୁରକ୍ଷିତ ସେଠାକୁ ଦୈନିକ ଆସୁଥିବା ପର୍ଯ୍ୟଟକ ମଧ୍ୟ ଅସୁରକ୍ଷିତ। ପ୍ରକାଶ ଯେ, ଏବେ କଫି ବଗିଚା ପରିସରରୁ ଗୋଲମରିଚ ତୋଳିବା କାର୍ଯ୍ୟ ସରିଯାଇଛି। କଞ୍ଚାରେ ଗୋଲମରିଚ ପ୍ରାୟ ୮୩ କ୍ୱିଣ୍ଟାଲ ସଂଗ୍ରହ କରାଯାଇଥିବା କୁହାଯାଇଛି କିନ୍ତୁ ଏହାଠାରୁ ବହୁ ଅଧିକ ଗୋଲମରିଚ ଅମଳ କରାଯାଉଥିବା ବେଳେ ପୂର୍ବରୁ ବେସରକାରୀ ସଂସ୍ଥାକୁ ଅତି ଶସ୍ତାରେ ଟେଣ୍ଡର ଦେଇ ଲକ୍ଷାଧିକ ଟଙ୍କା ବରବାଦ କରାଯାଇଥିଲା। ଚଳିତ ବର୍ଷ ପ୍ରଥମଥର ପାଇଁ ବାଲିଗୁଡ଼ା ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ)କୁ ଏହି ଦାୟିତ୍ୱ ଦିଆଯାଇଛି କିନ୍ତୁ ଆଉ ପୂର୍ବ ଭଳି ଗୋଲମରିଚ ସଂଗ୍ରହ ହେଉ ନ ଥିବା ବେଳେ ଗୋଲମରିଚ ସଂଗ୍ରହ ପୂର୍ବରୁ ପ୍ରବଳମାତ୍ରାରେ ଚୋରି ହେଉଥିବା ଅଭିଯୋଗ ହେଉଛି। ଏହାର ସୁରକ୍ଷା ପାଇଁ ଦାବି ହେଉଛି।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!