Tuesday, June 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନକ୍ସଲ ପନ୍ଥୀଙ୍କ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୨ଜଣ ସିଆର୍‌ପିଏଫ୍ ଯବାନ ଗୁରୁତର

by ସଞ୍ଜୟ ସ୍ୱାଇଁ
September 30, 2021
in Crime, State
ନକ୍ସଲ ପନ୍ଥୀଙ୍କ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୨ଜଣ ସିଆର୍‌ପିଏଫ୍ ଯବାନ ଗୁରୁତର
48
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ମାଓ ହିଂସା । ମାଲକାନଗିରି ଜିଲ୍ଲା ସୀମାନ୍ତ ବିଜାପୁର ଜିଲ୍ଲା ମାଓ ହିଂସା ଦେଖିବାକୁ ମିଳିଛି । ନକ୍ସଲ ପନ୍ଥୀଙ୍କ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୨ଜଣ ସିଆର୍‌ପିଏଫ୍ ଯବାନ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ସେମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ବିଜାପୁର ମୋଦକପାଲ୍ ଥାନା ଅନ୍ତର୍ଗତ ହାଲବାପଡା ଗାଁ ନିକଟରେ ହୋଇଛି ବିସ୍ଫୋରଣ ହୋଇଛି । ଆହତ ଜବାନଙ୍କୁ ବିଜାପୁର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଆହତ ଦୁଇ ଜବାନ ହେଉଛନ୍ତି ବାଲ କିଶନ ଓ ସୋନିଦୁଲ୍ ଇସଲାମ୍ । ରାସ୍ତା ନିର୍ମାଣ କାର୍ୟ୍ୟରେ ଜବାନ ମାନେ ସୁରକ୍ଷା ଦାୟିତ୍ୱରେ ନିୟୋଜିତ ଥିବା ବେଳେ ବିସ୍ଫୋରଣ ହୋଇଛି । ଏନେଇ ସୁଚନା ଦେଲେ ବିଜାପୁର ଏସପି କୋମଳ ଲୋଚନ କାଶ୍ୟବ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!