Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀ ରେ ବୋମାମାଡ଼ ଘଟଣା, ଆଖିବୁଜିଲେ ରାଜୁ

by ସଞ୍ଜୟ ସ୍ୱାଇଁ
August 23, 2022
in Crime, State
ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଜଣେ ସିଆରପିଏଫ ଯବାନ ଆହତ
196
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀ ଉପକଣ୍ଠ ପଞ୍ଚୁପଲ୍ଲୀରେ ବୋମାମାଡ ଘଟଣା । ପ୍ରାଣ ହରାଇଲେ ପଞ୍ଚୁପଲ୍ଲୀର ରାଜୁ ସାହୁ । ସେପଟେ ବୋମାମାଡ କରିଥିବା ଅକ୍ଷୟଙ୍କୁ ଖୋଜୁଛି ପୋଲିସ । ଖବର ଅନୁଯାୟୀ, ଜନ୍ମାଷ୍ମମୀ ରାତିରେ ଗଣ୍ଡଗୋଳକୁ ନେଇ ବୋମାମାଡ ହୋଇଥିଲା । ଯେଉଁଥିରେ କି ଏକାଧିକ ଯୁବକ ଆହତ ହୋଇଥିଲେ । ସେମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ଏବେ ଗୁରୁତର ରାଜୁ ସାହୁଙ୍କ ମୃତ୍ୟୁ ହୋଇଛି । ସେପଟେ ବୋମାମାଡ଼ କରିଥିବା ଅକ୍ଷୟଙ୍କୁ ଖୋଜୁଛି ପୋଲିସ । ଖୁବଶୀଘ୍ର ଅଭିଯୁକ୍ତକୁ ଗିରଫ କରାଯିବ ବୋଲି କହିଲେ ଡିସିପି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!