Monday, July 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୟଙ୍କର ବିମାନ ବିସ୍ଫୋରଣ, ୪ ସୈନିକଙ୍କ ସହ ୯ ମୃତ, ବଞ୍ଚିଗଲା ଗୋଟିଏ ଶିଶୁ

by ସଞ୍ଜୟ ସ୍ୱାଇଁ
July 24, 2023
in WORLD
ଭୟଙ୍କର ବିମାନ ବିସ୍ଫୋରଣ, ୪ ସୈନିକଙ୍କ ସହ ୯ ମୃତ, ବଞ୍ଚିଗଲା ଗୋଟିଏ ଶିଶୁ
113
VIEWS
Share on FacebookShare on Twitter

ସୁଦାନ, (ବାଘୁଆବାର୍ତ୍ତା): ସୁଦାନରେ ଗତ ରାତିରେ ଏକ ଭୟଙ୍କର ବିମାନ ବିସ୍ଫୋରଣ ହୋଇ ୯ ଜଣଙ୍କ ଜୀବନ ଯାଇଛି। ମୃତକଙ୍କ ମଧ୍ୟରେ ୪ ସୈନିକ ଥିବା ଜଣାଯାଇଛି। ତେବେ ସୌଭାଗ୍ୟବଶଃତ ଉକ୍ତ ସମୟରେ ବିମାନରେ ଥିବା ଏକ ଛୋଟ ଶିଶୁ ମୃତ୍ୟୁମୁଖରୁ ବର୍ତ୍ତି ଯାଇଛି। ଅରବ ନ୍ୟୁଜ ଏଜେନ୍ସି ରିପୋର୍ଟ ମୁତାବକ, ଗତ ରାତିରେ ସୁଦାନ ଏୟାରପୋର୍ଟରୁ ଏକ ବେସାମରିକ ବିମାନ ଉଡ଼ାଣ ଆରମ୍ଭ କରିଥିଲା। ହେଲେ ହଠାତ୍ ମଝି ଆକାଶରେ ବିମାନରେ ଯାନ୍ତ୍ରୀକ ତ୍ରୁଟି ଦେଖାଯିବାରୁ ଅବତରଣ କରିବା ପୂର୍ବରୁ ତାହା କ୍ରାଶ୍ ହୋଇ ଯାଇଥିଲା। ଏଥିଯୋଗୁ ବିମାନରେ ନିଆଁ ଲାଗି ଯାଇଥିବା ବେଳେ ଭିତରେ ଥିବା ୪ ସୈନିକଙ୍କ ସମେତ ୯ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିବା ଜଣାଯାଇଛି। ହେଲେ ଏହି ଦୁର୍ଘଟଣାରୁ ବିମାନରେ ଥିବା ଜଣେ ଶିଶୁଟି ବର୍ତ୍ତି ଯାଇଛି। ଗୁରୁତର ଅବସ୍ଥାରେ ପିଲାଟିକୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସେଠି ତା’ ଅବସ୍ଥା ସ୍ଥିର ଥିବା ଜଣାଯାଇଛି। ବିମାନରେ ଯାନ୍ତ୍ରୀକ ତ୍ରୁଟିର କାରଣ ଜଣାପଡ଼ିନି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!