Wednesday, July 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଳଙ୍ଗା ଥାନା ବିସ୍ଫୋରଣ ଘଟଣାରେ ମାଲଖାନା ସ୍ଥିତି ପରଖିବା ପାଇଁ କ୍ରାଇମବ୍ରାଞ୍ଚର ସବୁ ଜିଲ୍ଲା ଏସପି, ଡିସିପି ଓ ଡ଼ିଆଇଜିଙ୍କୁ ନିର୍ଦ୍ଦେଶ

by ସଞ୍ଜୟ ସ୍ୱାଇଁ
September 30, 2021
in State
ବଳଙ୍ଗା ଥାନା ବିସ୍ଫୋରଣ ଘଟଣାରେ ମାଲଖାନା ସ୍ଥିତି ପରଖିବା ପାଇଁ କ୍ରାଇମବ୍ରାଞ୍ଚର ସବୁ ଜିଲ୍ଲା ଏସପି, ଡିସିପି ଓ ଡ଼ିଆଇଜିଙ୍କୁ ନିର୍ଦ୍ଦେଶ
53
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ପୁରୀ ବଳଙ୍ଗା ଥାନା ବିସ୍ଫୋରଣ ଘଟଣାରେ ଆଡ଼ଭାଇଜରୀ ଜାରି କଲା କ୍ରାଇମବ୍ରାଞ୍ଚ । ସବୁ ଜିଲ୍ଲା ଏସପି, ଡିସିପି ଓ ଡ଼ିଆଇଜିଙ୍କୁ ମାଲଖାନା ସ୍ଥିତି ପରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ମାଲଖାନା ପରିଚାଳନା ସହ ବିସ୍ଫୋରକ ଗଚ୍ଛିତ ଉପରେ ନଜର ରଖିବକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଏ ନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ମିଳିଛି । ଉଲ୍ଲେଖଯୋଗ୍ୟ ଯେ, ସୋମବାର ରାତି ପ୍ରାୟ ୧୨ ଟା ୫ରେ ପୁରୀ ବଳଙ୍ଗା ଥାନାରେ ହୋଇଥିଲା ଭୟଙ୍କର ବିସ୍ଫୋରଣ । ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ଆଖପାଖ ଅଂଚଳ ଭୂମିକଂପର ପରି ଧରି ଉଠିଥିଲା । ଧୂଆଁମୟ ହୋଇ ଉଠିଥିଲା ପୁରା ପରିବେଶ । ସ୍ଥାନୀୟ ଲୋକେ ଭୟଭୀତ ହୋଇପଡିଥିଲେ । ତେବେ ବିସ୍ଫୋରଣରେ ଥାନାର ଅନେକ ଗୁରୁତ୍ଵପୂର୍ଣ୍ଣ କାଗଜ ଓ ଆସବାବପତ୍ର ନଷ୍ଟ ହୋଇଯାଇଥିବା ବେଳେ ଡ୍ୟୁଟିରେ ଥିବା ସେଣ୍ଟ୍ରି ଅଳ୍ପକେ ବର୍ତ୍ତିଯାଇଛନ୍ତି । ଥାନା ମାଲଖାନାରେ ଜବତ ହୋଇଥିବା ବାଣ ଓ ବ୍ୟାଟେରୀରୁ ଏହି ବିସ୍ଫୋରଣ ଘଟିଥାଇ ପାରେ ବୋଲି କୁହାଯାଉଛି । ତେବେ ତଦନ୍ତ ପରେ ବିସ୍ଫୋରଣର କାରଣ ଜଣାପଡିବ ବୋଲି ପୋଲିସ କହିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!