Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୋଷ୍ଠୀ ସଂଘର୍ଷରୁ ବୋମାମାଡ଼

by ସଞ୍ଜୟ ସ୍ୱାଇଁ
April 17, 2025
in Crime, State
ଗୋଷ୍ଠୀ ସଂଘର୍ଷରୁ ବୋମାମାଡ଼
19
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଭଦ୍ରକ ତିହିଡ଼ି ଅଂଚଳରେ ଗୋଷ୍ଠୀ ସଂଘର୍ଷରୁ ବୋମାମାଡ଼। କାଁପଡ଼ା ଗାଁରେ ଗୋଷ୍ଠୀ ସଙ୍ଘର୍ଷରୁ ବୋମାମାଡ଼ ହୋଇଥିବା ସୂଚନା। ଗୋଷ୍ଠୀ ସଙ୍ଘର୍ଷ ଉଗ୍ର ରୂପ ନେବା ପରେ ବୋମା ମାଡ଼ କରିଥିଲେ ଦୁର୍ବୃତ୍ତ। ଗତକାଲି ରାତିରେ ରାଜନୈତିକ ହିଂସାକାଣ୍ଡରୁ ବୋମା ମାଡ଼ କରାଯାଇଥିବା ଅଭିଯୋଗ ହୋଇଛି। ଏଥିରେ ୯ ଜଣ ଗୁରୁତର ହୋଇଛନ୍ତି। ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ୪ ଜଣ ଚିକିତ୍ସା ହେଉଥିବାବେଳେ ତିହିଡି ମେଡିକାଳରେ ୫ ଜଣ ଚିକିତ୍ସିତ ହେଉଛନ୍ତି। ଗତକାଲି ରାତିରେ ୨୦ରୁ ୨୫ ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ଗାଁ ଦାଣ୍ଡରେ ବୋମାମାଡ଼ କରିଥିବା ଅଭିଯୋଗ ହୋଇଛି। ଗାଁ ଦାଣ୍ଡରେ ବସିଥିବା କେତେଜଣଙ୍କୁ ଲକ୍ଷ କରି ତିନୋଟି ବୋମା ଫିଙ୍ଗିଥିଲେ। ବାରଣ୍ଡାରେ ବସିଥିବା ଲୋକଙ୍କ ନିକଟରେ ବୋମା ଫୁଟିଥିଲା। ତିହିଡ଼ି ପୋଲିସ୍ ଘଟଣାର ତଦନ୍ତ କରୁଥିବା ବେଳେ ଗାଁରେ ଫୋର୍ସ ମୁତୟନ କରାଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!