Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଡିଓଙ୍କୁ କରୋନା, ବ୍ଲକ କାର୍ଯ୍ୟାଳୟ ସଟ୍‌ଡାଉନ୍

by Anil Panda
August 29, 2020
in Feature News, Nayagarh
ବିଡିଓଙ୍କୁ କରୋନା, ବ୍ଲକ କାର୍ଯ୍ୟାଳୟ ସଟ୍‌ଡାଉନ୍
1.9k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ କରୋନା କାୟା ବିସ୍ତାରି ଚାଲିଥିବା ବେଳେ ନୂଆଗାଁ ବ୍ଲକ ବିଡିଓ ପ୍ରମୋଦ ଦଳବେହେରା କରୋନା ଆକ୍ରାନ୍ତ ହୋଇଥିବା ଜଣାଯାଇଛି । ଫଳରେ ତାଙ୍କୁ ଚିକିତ୍ସା ନିମନ୍ତେ ଖଣ୍ଡପଡ଼ା କୋଭିଡ୍ କେୟାୟ ହସ୍ପିଟାଲରେ ଭର୍ତ୍ତୀ କରାଯାଇଥିବା ବେଳେ ସେଠାରେ ତାଙ୍କ ସ୍ୱାସ୍ଥ୍ୟରେ ଅବନତୀ ଦେଖା ଦେବାରୁ ସମ୍ ହସ୍ପିଟାଲ୍ ସ୍ଥାନାନ୍ତରିତ କରାଯାଇଛି । ବର୍ତ୍ତମାନ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଥିବା ଏବଂ ସେ ସୁସ୍ଥ ଅନୁଭବ କରୁଥିବା ବିଡିଓ ଶ୍ରୀ ଦଳବେହେରା ସୂଚନା ଦେଇଛନ୍ତି । ଅନ୍ୟପକ୍ଷେ, ଏହାକୁ ନେଇ ନୂଆଗାଁ ବ୍ଲକ କାର୍ଯ୍ୟାଳୟକୁ ଆଜି ସକାଳ ୧୦ଟାରୁ ୧ ତାରିଖ ସଂନ୍ଧ୍ୟା ପର୍ଯ୍ୟନ୍ତ ସଟ୍‌ଡାଉନ୍ କରାଯାଇଥିବା ତହସିଲଦାର୍ ଶରତ କୁମାର ମଲ୍ଲିକ ସୂଚନା ଦେଇଛନ୍ତି । ଏହି ସମୟ ମଧ୍ୟରେ କୋଭିଡ୍ ନିୟମନୁସାରେ, ବ୍ଲକ କାର୍ଯ୍ୟାଳୟକୁ ବିଶୋଧନ କରାଯିବ ବୋଲି ଜଣାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!