Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଦର୍ଶ ବିଦ୍ୟାଳୟରେ ରକ୍ତଦନ ଶିବିର, ୧୭ ୟୁନିଟ୍ ସଂଗୃହିତ

by Anil Panda
June 17, 2020
in Health
ଆଦର୍ଶ ବିଦ୍ୟାଳୟରେ ରକ୍ତଦନ ଶିବିର, ୧୭ ୟୁନିଟ୍ ସଂଗୃହିତ
21
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟଗଡ଼ ସଦରବ୍ଲକ ଅନ୍ତର୍ଗତ ନୋତର ଆଦର୍ଶ ବିଦ୍ୟାଳୟଠାରେ ଏକ ରକ୍ତଦାନା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ରକ୍ତଦାନା ଶିବିରରେ ୧୭ ୟୁନିଟ୍ ବ୍ଲଡ ସଂଗୃହିତ ହୋଇଥିବା ଜଣାଯାଇଛି । ନୋତର ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ନିଜେ ରକ୍ତଦାନ କରିବା ସହିତ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ । ଉକ୍ତ ଅଂଚଳର ବହୁ ଉତ୍ସାହୀ ଯୁବକ ଯୋଗ ଦେଇ କାର୍ଯ୍ୟକ୍ରମ ଆୟୋଜନ କରିଥିବା ବେଳେ ବିଜୁ ଯୁବ ବାହିନୀର ଜିଲ୍ଲା ସଂଯୋଜକ ଦୁର୍ଯ୍ୟୋଧନ ବେହେରା, ରୁଦ୍ର ମହାପାତ୍ର ଏବଂ ସମାଜସେବୀ ଦାମୋଦର ସାହୁ ଉପସ୍ଥିତ ରହିଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!