Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କ୍ରାନ୍ତି ଦିବସରେ ବିଜେଡି ପକ୍ଷରୁ ରକ୍ତଦାନ ଶିବିର

by ସଞ୍ଜୟ ସ୍ୱାଇଁ
August 9, 2020
in Feature News, Health, Nayagarh
କ୍ରାନ୍ତି ଦିବସରେ ବିଜେଡି ପକ୍ଷରୁ ରକ୍ତଦାନ ଶିବିର
326
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ବିଧାୟକ ତଥା ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ନିର୍ଦ୍ଦେଶରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । କ୍ରାନ୍ତି ଦିବସ ଅବସରରେ ନୟାଗଡ଼ ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ଆଜି ନୟାଗଡ଼ ପୈାରାଞ୍ଚଳ ଅନ୍ତର୍ଗତ ଜନସାଧାରଣଙ୍କ ଦ୍ୱାରା ରକ୍ତଦାନ ଶିବିର ଦଳୀୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଜୀବନ ବିନ୍ଦୁ ଆନୁକୁଲ୍ୟରେ ଆୟୋଜିତ ଏହି ରକ୍ତଦାନ ଶିବିରରେ ୬୦ ୟୁନିଟ ରକ୍ତ ସଂଗୃହିତ ହୋଇଥିବା ଜଣାଯାଇଛି । ଏହି ଅବସରରେ ପୈାରାଞ୍ଚଳର ଦୁଇ ନଂ ୱାର୍ଡ଼ ଏବଂ ୧୧ ନଂ ୱାର୍ଡ଼ରୁ ସର୍ବାଧିକ ୧୦ ୟୁନିଟ୍ ଲେଖାଁଏ ରକ୍ତ ସଂଗୃହିତ ହୋଇଥିବା ବେଳେ ରକ୍ତଦାନ କରିବା ପାଇଁ ଯୁବପୀଢ଼ିଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା । ଏହି ରକ୍ତଦାନ ଶିବିରରେ ଜୀବନ ବିନ୍ଦୁ ଜିଲ୍ଲା ସଂଯୋଜକ ଗୁରୁପ୍ରସାଦ ଜେନା, ଯୁବ ସଭାପତି ରମେଶ ଚନ୍ଦ୍ର ସାହୁ, ବିଜୁ ଶ୍ରମିକ ସାମ୍ମୁଖ୍ୟ ସଂପାଦକ ଶ୍ରୀକାନ୍ତ ପଟ୍ଟନାୟକ, ନାରୀନେତ୍ରୀ ଜୟଶ୍ରୀ ଦାଶ ପ୍ରମୂଖ ଅଂଶ ଗ୍ରହଣ କରିଥିବା ବେଳେ ଛାତ୍ର ଓ ଯୁବ ବିଜେଡିର ବହୁ କର୍ମୀ ଓ ନେତା ସହଯୋଗ କରିଥିଲେ ।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!