Friday, June 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାନବିକତା ଦେଖାଇଲେ ଓଡ଼ିଶାର ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ, ଅସୁସ୍ଥ ଝିଅକୁ କଲେ ରକ୍ତଦାନ

by ସଞ୍ଜୟ ସ୍ୱାଇଁ
September 29, 2021
in Health, State
ମାନବିକତା  ଦେଖାଇଲେ ଓଡ଼ିଶାର ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ, ଅସୁସ୍ଥ ଝିଅକୁ କଲେ ରକ୍ତଦାନ
59
VIEWS
Share on FacebookShare on Twitter

କୋଟପାଡ, (ବାଘୁଆବାର୍ତ୍ତା): ମାନବିକତା ଦେଖାଇଲେ କୋଟପାଡ଼ ବିଧାୟିକା ତଥା ଓଡ଼ିଶାର ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ। ରକ୍ତ ଆବଶ୍ୟକ କରୁଥିବା ଜଣେ ଅସୁସ୍ଥ ଝଅକୁ ରକ୍ତ ଦାନ କରିଛନ୍ତି। ଗୁରୁତର ଅବସ୍ଥାରେ ଜଣେ ଝିଅ ଚିକିତ୍ସିତ ହେଉଥିବା ଖବର ପାଇ ମନ୍ତ୍ରୀ ମେଡ଼ିକାଲରେ ପହଞ୍ଚି ରୋଗୀଙ୍କ ସମ୍ପର୍କୀୟଙ୍କ ସହ ଆଲୋଚନା କରିଥିଲେ। ଗୁରୁତର ଅସୁସ୍ଥ ଥିବା ଝିଅକୁ ରକ୍ତର ଆବଶ୍ୟକ ଥିବା ଚିକିତ୍ସା କରୁଥିବା ଡ଼ାକ୍ତର କହିଥିଲେ । ରକ୍ତ ଦାନ କରିବାକୁ ନିଜେ ପ୍ରସ୍ତୁତ ବୋଲି ମନ୍ତ୍ରୀ କହିଥିଲେ। ଏଥିସହ ରକ୍ତ ଦାନ କରିଛନ୍ତି। ଲୋକଙ୍କ ସହ ରହିଛି ଓ ରହିବି ବୋଲି ମନ୍ତ୍ରୀ ପଦ୍ମିନୀ ଦିଆନ କହିଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!