Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଝାରସୁଗୁଡ଼ା ପୋଲିସ୍‌ର ରକ୍ତଦାନ ଶିବିର ଆୟୋଜିତ

by ସଞ୍ଜୟ ସ୍ୱାଇଁ
September 19, 2021
in Health, State
ଝାରସୁଗୁଡ଼ା ପୋଲିସ୍‌ର ରକ୍ତଦାନ ଶିବିର ଆୟୋଜିତ
29
VIEWS
Share on FacebookShare on Twitter

ଝାରସୁଗୁଡା, (ବାଘୁଆବାର୍ତ୍ତା): ପୋଲିସ କେବଳ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ନଜର ରଖିବ ବା କେବଳ ଥାନାକୁ ଆସୁଥିବା ମାମଲାର ସମାଧାନ କରିବାକୁ ଚାକିରୀ କରୁଥାନ୍ତି ତାହା ନୁହେଁ । ପୋଲିସର ବି ମାନବିକତା ରହିଛି । ତାହା ପ୍ରମାଣ କରି ଦେଖାଇଛନ୍ତି ଝାରସୁଗୁଡା ଜିଲ୍ଲା ପୋଲିସ। ସାଧାରଣ ଲୋକଙ୍କ ନିକଟତର ହେବାକୁ ପ୍ରୟାସ କରି ଆଜି ଝାରସୁଗୁଡା ଜିଲ୍ଲା ପୋଲିସ ପକ୍ଷରୁ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା। ଜିଲ୍ଲା ରିଜର୍ଭ ପୋଲିସ ପଡ଼ିଆରେ ଲାୟନ୍ସ କ୍ଲବ ସହାୟତାରେ ଅନୁଷ୍ଠିତ ରକ୍ତଦାନ ଶିବିରକୁ ଏସପି ବିକାଶ ଚନ୍ଦନ ଦାଶ ଉଦଘାଟନ କରିଥିଲେ। ଏହି ରକ୍ତଦାନ ଶିବିରରେ ଝାରସୁଗୁଡା ଏସ୍ଡିପିଓ ନିର୍ମଳ ମହାପାତ୍ର, ବଡମାଲ ଥାନା ଆଇଆଇସି ଅମିତାଭ ପଣ୍ଡାଙ୍କ ସମେତ ପୋଲିସ ବାହିନୀର ୭୫ ଜଣ କର୍ମଚାରୀ ରକ୍ତଦାନ କରିଥିଲେ। ରକ୍ତଦାନ କରି ବହୁ ଲୋକଙ୍କ ଜୀବନ ବଞ୍ଚାଇବା ମନୁଷ୍ୟର ଧର୍ମ ବୋଲି ରକ୍ତଦାତାମାନେ ମତ ଦେଇଥିଲେ। ପୋଲିସର ଏଭଳି କାର୍ୟ୍ୟକୁ ବରିଷ୍ଠ ନାଗରିକ ସଙ୍ଘ ସଭାପତି ବାଳମୁକୁନ୍ଦ ମିଶ୍ର ଓ ଲାୟନ୍ସ କ୍ଲବର କର୍ମକର୍ତ୍ତାମାନେ ପ୍ରଶଂସା କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!