Saturday, June 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାତୀୟ ସ୍ୱେଚ୍ଛାକୃତ ରକ୍ତଦାନ ଦିବସ ପାଳିତ

by ସଞ୍ଜୟ ସ୍ୱାଇଁ
October 1, 2022
in Health, Nayagarh, State
ଜାତୀୟ ସ୍ୱେଚ୍ଛାକୃତ ରକ୍ତଦାନ ଦିବସ ପାଳିତ
276
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ୱେଚ୍ଛାକୃତ ରକ୍ତଦାନ ଦିବସ ପାଳିତ ହୋଇଯାଇଅଛି । ମୁଖ୍ୟ ଅତିଥି ଭାବେ ଭାରପ୍ରାପ୍ତ ମୁଖ୍ୟ ଚିକିତ୍ସା ଅଧିକାରୀ ଡ.ସୁଧାଂଶୁ ଶେଖର ଷଡ଼ଙ୍ଗୀ ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରିବା ପାଇଁ ପରାମର୍ଶ ଦେଇଥିଲେ । ରକ୍ତଦାନର ନିୟମାବଳୀ ବିଷୟରେ ଆଲୋଚନା କରିଥିଲେ । ୬୦ ଜଣ ରକ୍ତଦାତା ଏହି ସଭାରେ ଯୋଗଦାନ କରି ସଭାଟିକୁ ସାଫଲ୍ୟ ମଣ୍ଡିତ କରିଥିଲେ ଏବଂ ତାଙ୍କର ମତ ରଖିଥିଲେ । ଏଥି ସହିତ ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀ ଓ ସ୍ୱେଚ୍ଛାସେବୀ ମାନେ ଉକ୍ତ କାର୍ଯ୍ୟରେ ଯୋଗାଦାନ କରିଥିଲେ । ଡ.ଶରତ କୁମାର ଦାସ, ଡ. ସୁବାସ ଚନ୍ଦ୍ର ନାୟକ, ଡ. ପୁଷ୍ପା ନିଳିମା ଲାକାରା, ସ୍ମୃତିଲତା ବିଶାଳ, ଦୀପକ ଦଳବେହେରା, ବିଶିଷ୍ଟ ଚିକିତ୍ସା ତଦାରଖକାରୀ ଅଜୟ କୁମାର ପଟ୍ଟନାୟକ, ବ୍ଳଡ ବ୍ୟାଙ୍କ ପରାମର୍ଶ ଦାତା ସମସ୍ତ ଉକ୍ତ କାର୍ଯ୍ୟରେ ଯୋଗାଦାନ କରିଥିଲେ । ୭ ଗୋଟି ରକ୍ତ ସଂଗ୍ରହ କରାଯାଇଥିଲା ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!