Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶିକ୍ଷକ ରମେଶଙ୍କ ସ୍ମୃତିରେ ସୋହମ୍ ସଙ୍ଗଠନ ପକ୍ଷରୁ ରକ୍ତଦାନ ଶିବିର

by ସଞ୍ଜୟ ସ୍ୱାଇଁ
April 7, 2025
in Nayagarh, State
ଶିକ୍ଷକ ରମେଶଙ୍କ ସ୍ମୃତିରେ ସୋହମ୍ ସଙ୍ଗଠନ ପକ୍ଷରୁ ରକ୍ତଦାନ ଶିବିର
123
VIEWS
Share on FacebookShare on Twitter

ନୟାଗଡ, (ବାଘୁଆବାର୍ତ୍ତା): ଆଜି ନୟାଗଡ ର ଅଗ୍ରଣୀ ସ୍ଵେଚ୍ଛାସେବୀ ସଙ୍ଗଠନ “ସୋହମ୍” ତରଫରୁ ଏହାର ସଦସ୍ୟ ତଥା ଲୋକପ୍ରିୟ ଶିକ୍ଷକ ସ୍ବର୍ଗତ ରମେଶ କୁମାର ବେହେରା ଙ୍କ ସ୍ମୃତିରେ ଦ୍ଵିତୀୟ ଶ୍ରାଦ୍ଧ ବାର୍ଷିକୀରେ ତାରିଣୀ ନଗରସ୍ଥିତ କାର୍ଯ୍ୟlଳୟ ଠାରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି l ସ୍ବର୍ଗତ ବେହେରା ଦୀର୍ଘ ପାଞ୍ଚ ବର୍ଷ ରକ୍ତ କର୍କଟ ରୋଗରେ ଜୀବନ ସହିତ ସଂଗ୍ରାମ କରି ୨୦୨୪ ମସିହା ଅପ୍ରେଲ ୦୭ ତାରିଖରେ ମୃତ୍ୟୁ ବରଣ କରିଥିଲେ l ସଙ୍ଗଠନ ର ଉପସଭାପତି ତଥା ପରିବେଶବିତ ଅନାଦି ଚରଣ ମହାନ୍ତି ଓ ଡାକ୍ତର ସୌମେନ୍ଦ୍ର ସାହୁ ଭଗବାନ ଙ୍କ ନିକଟରେ ପ୍ରଦୀପ ପ୍ରଜ୍ଵଳନ କରି ଶିବିର କୁ ଉଦଘାଟନ କରିଥିଲେ l ଶିବିରରେ ମୋଟ ୧୧ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା l ଉକ୍ତ କାର୍ଯ୍ୟକ୍ରମ କୁ “ସୋହମ୍” ସଙ୍ଗଠନର ସମ୍ପାଦକ କାମାକ୍ଷା ପ୍ରସାଦ ଦାଶ ପରିଚାଳନା କରିଥିଲେ l ଏଥିରେ ଜିଲ୍ଲା ରେଡ କ୍ରସ୍ ରକ୍ତ ଭଣ୍ଡାରର ଅଜୟ କୁମାର ପଟ୍ଟନାୟକ, ଅଭିମନ୍ୟୁ ସାହୁ,  ସବଦର ମଳିକ, ସଂଗଠନ ର ସଦସ୍ୟ ରତିକାନ୍ତ ପଟ୍ଟନାୟକ, ଆଶୁତୋଷ ସାମନ୍ତରାୟ, ସୁଧୀର କୁମାର ବେହେରା,ପ୍ରକାଶ କୁମାର ନାୟକ , ସସ୍ମିତା ନାୟକ , ରୋଜାଲିନ ସାହୁ, ମମତା ନାୟକ, ସୁନୀଲ କୁମାର ମହାନ୍ତି, ଦୁର୍ଗାମାଧବ ସେଠୀ, ଏମ. ରୀତିକ ରଞ୍ଜନ ମହାପାତ୍ର, ରବୀନ୍ଦ୍ର ନାୟକ, ଚରଣ ଗୁରୁ , ବାପୀନ ନାୟକ ପ୍ରମୁଖ ଯୋଗଦାନ କରି କାର୍ଯ୍ୟକ୍ରମ କୁ ସଫଳ କରାଇଥିଲେ l

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!