Monday, June 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଧାୟକଙ୍କ ଗାଁ ରେ ରକ୍ତଦାନ ଶିବିର

by ସଞ୍ଜୟ ସ୍ୱାଇଁ
April 16, 2020
in Health
18
VIEWS
Share on FacebookShare on Twitter

ନୟାଗଡ (ବାଘୁଆବାର୍ତା ବ୍ୟୁରୋ); ରଣପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ମଗରବନ୍ଧ ଗ୍ରାମରେ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଅଛି । ମଗରବନ୍ଧ ସ୍ଥାନୀୟ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ଅନୁଷ୍ଠିତ ରକ୍ତଦାନ ଶିବିରରେ ୪୧ ୟୂନିଟ୍ ରକ୍ତ ସଂଗ୍ରହ କରାଯାଇଛି । ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ମହେନ୍ଦ୍ର କୁମାର ପ୍ରଧାନଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଶିବିରରେ ବହୁ ଛାତ୍ର ଓ ଯୁବ ରକ୍ତ ଦାନ କରିଥିଲେ । ଉକ୍ତ ଶିବିରରେ ଡ. ଅରୁଣିମା ଦଳେଇ, ସମାଜସେବୀ ଦାମୋଦର ସାହୁ ପ୍ରମୁଖ ଯୋଗ ଦେଇଥିଲେ । ପ୍ରକାଶ ଥାଉକି ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ଅନୁଷ୍ଠିତ ମଗରବନ୍ଧ ଗ୍ରାମ ହେଉଛି ରଣପୁର ବିଧାୟକ ତଥା ଜିଲ୍ଲା ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ସଂଯୋଜକ ସତ୍ୟନାରାୟଣ ପ୍ରଧାନ ଙ୍କ ନିଜ ଗାଁ ।

 

 

 

Leave a Reply Cancel reply

Your email address will not be published. Required fields are marked *

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!