Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ଜିଲ୍ଲା ଔଷଧ ବ୍ୟବସାୟୀଙ୍କ ତରଫରୁ ଏକ ରକ୍ତ ଦାନ ଶିବିର ଆୟୋଜନ

by ସଞ୍ଜୟ ସ୍ୱାଇଁ
January 25, 2025
in Nayagarh, State
ନୟାଗଡ଼ ଜିଲ୍ଲା ଔଷଧ ବ୍ୟବସାୟୀଙ୍କ ତରଫରୁ ଏକ ରକ୍ତ ଦାନ ଶିବିର ଆୟୋଜନ
337
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଔଷଧ ବ୍ୟବସାୟୀଙ୍କ ସର୍ବଭାରତୀୟ ସଂଗଠନ AIOCD ର ସ୍ୱର୍ଣ୍ଣ ଜୟନ୍ତୀ ବର୍ଷ ଜାତୀୟ ସଭାପତି ଶ୍ରୀ ଜଗନ୍ନାଥ ସିନ୍ଧେ ଜିଙ୍କ ୭୫ତମ ଜନ୍ମ ଦିବସ* ଅବସରରେ ଆମ ନୟାଗଡ଼ ଜିଲ୍ଲା ଔଷଧ ବ୍ୟବସାୟୀ ଙ୍କ ତରଫରୁ ଏକ ରକ୍ତ ଦାନ ଶିବିର ର ଆୟୋଜନ କରାଯାଇଥିଲା। ଏହି ଶିବିରକୁ ଜିଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଉଦଘାଟନ କରିଥିଲେ । ଖଣ୍ଡପଡ଼ା ରୋଡସ୍ଥ ଜିଲ୍ଲା ଅଫିସ କେମିଷ୍ଟ ଭବନପରିସରରେ ଅନୁଷ୍ଠିତ ଏହି ଶିବିରରେ ପୌରାଧ୍ୟକ୍ଷା ନିରୁପମା ଖଟେଇ ଓ ଭେଷଜ ନିରୀକ୍ଷକା ପ୍ରିୟଙ୍କା ଚତ୍ରବର୍ତ୍ତୀ ଉପସ୍ଥିତ ରହି ରକ୍ତ ଦାତା ମାନଙ୍କୁ ଉତ୍ସାହିତ କରିଥିଲେ।

ସଙ୍ଘର ସଭାପତି ଶ୍ରୀଯୁକ୍ତ ପ୍ରହ୍ଲାଦ ସାହୁ , ସମ୍ପାଦକ ସନ୍ତୋଷ କୁମାର ନାୟକ,କୋଷାଧକ୍ଷ ପରମାନନ୍ଦ ପ୍ରଧାନ ଙ୍କ ସମେତ କେଦାର ନାଥ ଦଲେଇ, ସୁଶାନ୍ତ କୁମାର ଦାଶ, ବିଶ୍ୱରଞ୍ଜନ ସାହୁ ଓ ସେକ୍ ଇସମାଇଲ ପ୍ରମୁଖ ବରିଷ୍ଠ କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ। ବିଶିଷ୍ଟ ସମାଜ ସେବୀ ଅରୁଣ କୁମାର ମହାନ୍ତି, ଭାଗୀରଥୀ ବାଇ ଓ ଦାମୋଦର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ଗୋଟିଏ ଦିନରେ ଏକ ସମୟରେ ସାରା ଭାରତ ବର୍ଷରେ ଏହି ରକ୍ତ ଦାନ ଶିବିର ଜରିଆରେ ୭୫୦୦୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇ ଗିନିସ୍ ଵୁକ୍ ଅଫ୍ ୱାର୍ଲ୍ଡ ରେକର୍ଡସ୍ ରେ ନାମ ପଞ୍ଜିକରଣ କରି ଏକ ବିରଳ ରେକର୍ଡ ସ୍ଥାପନ ପାଇଁ AIOCD ପକ୍ଷରୁ ବ୍ୟବସ୍ଥା କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!