Tuesday, November 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ, ଲାଠିପଡା ପରିସରରେ ରକ୍ତଦାନ ଶିବିର

by ସଞ୍ଜୟ ସ୍ୱାଇଁ
April 17, 2025
in Nayagarh, State
ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ, ଲାଠିପଡା ପରିସରରେ ରକ୍ତଦାନ ଶିବିର
272
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଆଜି ପିଏମଶ୍ରୀ  ସରକାରୀ ଉଚ୍ଚ ବିଦ୍ୟାଳୟ, ଲାଠିପଡା ପରିସରରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମଟିକୁ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଉଦ୍‌ଘାଟନ କରି ସର୍ବ ପ୍ରଥମେ ରକ୍ତଦାନ କାର୍ଯ୍ୟ ଆରମ୍ଭ କରିଥିଲେ । ସୁବର୍ଣ୍ଣ ଜୟନ୍ତୀ କମିଟିର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଉକ୍ତ ଶିବିରରେ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ, ସୁବର୍ଣ୍ଣ ଜୟନ୍ତି କମିଟିର କର୍ମକର୍ତ୍ତା ଏବଂ ଲାଠିପଡା ଗ୍ରାମର ସ୍ୱେଚ୍ଛାସେବି ମାନେ ଅଂଶ ଗ୍ରହଣ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!