Tuesday, July 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡଗାଁରେ ଜିଲ୍ଲା ପୋଲିସ ପକ୍ଷରୁ ରକ୍ତଦାନ ଶିବିର

by ସଞ୍ଜୟ ସ୍ୱାଇଁ
October 3, 2018
in Feature News
13
VIEWS
Share on FacebookShare on Twitter

ଓଡ଼ଗାଁ (ବାଘୁଆବାର୍ତ୍ତା ବ୍ୟୁରୋ): ନୟାଗଡ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଓଡଗାଁ ଥାନା ସାଧାରଣ ସୁବିଧା କେନ୍ଦ୍ର ପରିସରରେ ଆଜି ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ୭୨ଜଣ ସ୍ୱେଚ୍ଛାକୃତ ରକ୍ତଦାନ କରିଥିଲେ । କାର୍ଯ୍ୟକ୍ରମକୁ ନୟାଗଡ ଏସ୍ପି ଆଶିଷ କୁମାର ସିଂ ଉଦ୍ଘାଟନ କରିଥିଲେ । କାର୍ଯ୍ୟକ୍ରମରେ ଏସଡିପିଓ ନାରାୟଣ ଚନ୍ଦ୍ର ବାରିକ, ଓଡଗାଁ ତହସିଲଦାର ସୁଧାକର ସାମନ୍ତରାୟ, ଓଡଗାଁ ଥାନା ଅଧିକାରୀ ଅନୀଲ କୁମାର ପ୍ରଧାନ,ଏଏସ୍ଆଇ ରମେଶ କୁମାର ବେହେରା, ଜିଲ୍ଲାକେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ଲୋକନାଥ ସାହୁ, ବିଭୁପ୍ରସାଦ ସାହୁ ପ୍ରମୁଖ ଯୋଗ ଦେଇ ରକ୍ତଦାନ ସେବା, ଶାନ୍ତି ଓ ମାନବିକତାର ପ୍ରତିକ ବୋଲି ମତବ୍ୟକ୍ତ କରିଥିଲେ ।

ରେଡକ୍ରସ ଫୋରମ୍ ନୟାଗଡର ବିଭୂତି ଭୂଷଣ ପଟ୍ଟନାୟକ, ଜ୍ୟୋତିରଞ୍ଜନ ସାହୁ, ପ୍ରତାପ ରଣସିଂହ, ସୁଧିର କୁମାର ପଟ୍ଟନାୟକ ଓ ଅବସର ପ୍ରାପ୍ତ ଶିକ୍ଷକ ତଥା ସାମାଜିକ କର୍ମୀ ଦାମୋଦର ସାହୁ ଓ ଥାନା କର୍ମଚାରୀମାନେ ଶିବିର ପରିଚାଳନାରେ ସହଯୋଗ କରିଥିଲେ ।

Leave a Reply Cancel reply

Your email address will not be published. Required fields are marked *

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!