Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାର୍ଚ୍ଚ ୧୦ ରୁ ମାଟ୍ରିକ୍ ପରୀକ୍ଷା

by ସଞ୍ଜୟ ସ୍ୱାଇଁ
January 5, 2023
in Education, State
ମାର୍ଚ୍ଚ ୧୦ ରୁ ମାଟ୍ରିକ୍ ପରୀକ୍ଷା
155
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ମାର୍ଚ୍ଚ ୧୦ରୁ ଆରମ୍ଭ ହେବ ମାଟ୍ରିକ୍ ପରୀକ୍ଷା । ମାର୍ଚ୍ଚ ୧୦ ରୁ ଆମ୍ଭ ହୋଇ ପରୀକ୍ଷା ୧୭ ଯାଏଁ ଚାଲିବ । ଏନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି । ବହୁତ ଶୀଘ୍ର ଫର୍ମ ଫିଲ ଅପ୍ ନେଇ ନୋଟିଫିକେସନ ପ୍ରକାଶ ପାଇବ । ତେବେ ପୂର୍ବ ନୋଡାଲ ଓ ପରୀକ୍ଷା ସେଣ୍ଟରରେ ହେବ ପରୀକ୍ଷା । ସବୁ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ଢାଞ୍ଚା ସମ୍ମାନ ରହିବ । ଏଥିପାଇଁ ଛାତ୍ରାଛାତ୍ରୀଙ୍କୁ ପରୀକ୍ଷା ପ୍ରସ୍ତୁତି ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବୋର୍ଡ ସଭାପତି । ଏବର୍ଷ ପରୀକ୍ଷା ଦେବେ ୫ଲକ୍ଷ ୪୩ ହଜାର ଛାତ୍ରାଛାତ୍ରୀ । ଏହାସହ ୩୦୨୯ଟି କେନ୍ଦ୍ରରେ ହେବ ପରୀକ୍ଷା । ସେପଟେ ଫେବୃୟାରୀ ୨୦ରୁ ଆରମ୍ଭ ହେବ ନବମ ଶ୍ରେଣୀ ପରୀକ୍ଷା । ପରୀକ୍ଷା ଫେବୃୟାରୀ ୨୦ରେ ଆରମ୍ଭ ହୋଇ ୨୫ ତାରିଖ ଯାଏଁ ଚାଲିବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!