Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦଶମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷା, ଦ୍ୱନ୍ଦ୍ୱ ଦୂର କଲା ବୋର୍ଡ

by ସଞ୍ଜୟ ସ୍ୱାଇଁ
September 24, 2024
in Education, State
ଦଶମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷା, ଦ୍ୱନ୍ଦ୍ୱ ଦୂର କଲା ବୋର୍ଡ
150
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଦଶମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲା ମାଧ୍ୟମିକ ଶିକ୍ଷା ପରିଷଦ (BSE)। ଷାଣ୍ମାସିକ ପରୀକ୍ଷା କରିବାକୁ ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଲା ବୋର୍ଡ। ତେବେ ଗତ ବର୍ଷ ଭଳି ଏଥର ପ୍ରଶ୍ନପତ୍ର ବୋର୍ଡ ଯୋଗାଇବ ନାହିଁ। ସ୍କୁଲ କର୍ତ୍ତୃପକ୍ଷ ନିଜସ୍ୱ ପ୍ରଶ୍ନପତ୍ର ପ୍ରସ୍ତୁତ କରିପାରିବେ। ପରୀକ୍ଷା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛି ବୋର୍ଡ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!