Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜସୁନାଖଳା କୁମ୍ଭାରୀ ଛକରେ ବୁଲିଲା ଖଣ୍ଡା, ଦୁଇ ଭାଇ ମେଡିକାଲରେ ଭର୍ତି

by ସଞ୍ଜୟ ସ୍ୱାଇଁ
May 28, 2023
in Crime, Nayagarh, State
ରାଜସୁନାଖଳା କୁମ୍ଭାରୀ ଛକରେ ବୁଲିଲା ଖଣ୍ଡା, ଦୁଇ ଭାଇ ମେଡିକାଲରେ ଭର୍ତି
691
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଖୋର୍ଦ୍ଧା ରାଜସୁନାଖଳା କୁମ୍ଭାରୀ ଛକରେ ଅଭାବନୀୟ ଘଟଣା । ପୂର୍ବଶତ୍ରୁତାକୁ ନେଇ ଦୁଇ ଭାଇଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ । ରକ୍ତ ଜୁଡୁବୁଡୁ ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ବୋଲଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ରବିବାର ଦିନ ରାଜସୁନାଖଳା କୁମ୍ଭାରୀ ଛକରେ ଏକ ବିବାଦୀୟ ପରିସ୍ଥିତି ଦେଖିବାକୁ ମିଳିଥିଲା । ହଠାତ୍ ଦୁଇ ଭାଇଙ୍କୁ ପୂର୍ବ ଶତ୍ରୁତାକୁ ନେଇ ଖଣ୍ଡାରେ ଆକ୍ରମଣ ହୋଇଥିଲା । ଏହି ଆକ୍ରମଣରେ ଦୁଇ ଭାଇ ଗୁରୁତର ହୋଇଛନ୍ତି । ଉଭୟଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି । ପ୍ରଥମେ ରାଜସୁନାଖଳ ମେଡିକାଲରେ ଦୁଇ ଭାଇଙ୍କୁ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଜଣେ ଭାଇଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । ସେପଟେ ବୋଲଗଡ଼ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ ଜାରି ରଖିଛି । ଏହି ଘଟଣା ପଛରେ କିଏ କିଏ ସାମିଲ ଅଛନ୍ତି । ସେନେଇ ମଧ୍ୟ ଖୋଲତାଡ଼ ଆରମ୍ଭ କରିଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!