Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଲାଙ୍ଗୀରରେ ବ୍ୟବସାୟୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ଘଟଣା , ଅଭିଯୁକ୍ତ କାବୁ

by ସଞ୍ଜୟ ସ୍ୱାଇଁ
April 21, 2025
in Crime, State
ବଲାଙ୍ଗୀରରେ ବ୍ୟବସାୟୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ଘଟଣା , ଅଭିଯୁକ୍ତ କାବୁ
29
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): ବଲାଙ୍ଗୀର ବିଷ୍ଣୁମୁଣ୍ଡାରେ ବ୍ୟବସାୟୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ଘଟଣାରେ ପୋଲିସକୁ ସଫଳତା। ହତ୍ୟା ଘଟଣାର ତଦନ୍ତ କ୍ରମେ ପ୍ରାୟ ୯ ଦିନ ପରେ ଫେରାର ଅଭିଯୁକ୍ତ ବିଜୁ ସେଠକୁ ଗିରଫ କରିଛି ବଲାଙ୍ଗୀର ଟାଉନ ଥାନା ପୋଲିସ। ସୋମବାର ବିଜୁକୁ ଭୁବନେଶ୍ବରରୁ ଗିରଫ ପରେ ପୋଲିସ ବଲାଙ୍ଗୀର ନେଇଛି । ଜମିବାଡ଼ି କାରବାର ଓ ପୂର୍ବ ଶତୃତାକୁ କେନ୍ଦ୍ର କରି ମନୋଜକୁ ହାଣି ନିର୍ମମ ଭାବେ ହତ୍ୟା କରି ଫେରାର୍ ମାରିଥିଲା ଅଭିଯୁକ୍ତ। ସୂଚନାଥାଉକି, ଗତ ସୋମବାର ବଲାଙ୍ଗୀର ଟାଉନ ଥାନା ଅନ୍ତର୍ଗତ ବିଷ୍ଣୁମୁଣ୍ଡା ଗାଁର ମନୋଜ ନାଏକଙ୍କୁ ତାଙ୍କୁ ହତ୍ୟା କରିଥିଲା ଅଭିଯୁକ୍ତ। ମନୋଜ ତାଙ୍କ ଘର ନିକଟ ଦୋକାନ ପାଖରେ ବସିଥିବା ବେଳେ ପଛରୁ ଟାଙ୍ଗିଆରେ ହାଣିଥିଲା ବିଜୁ। ଏନେଇ ପରିବାର ଲୋକେ ପୂର୍ବଶତ୍ରୁତା ସହ ନିଶାଖୋର ବ୍ୟକ୍ତି ଏଭଳି କରିଥିବା ଅଭିଯୋଗ କରିଥିଲେ। ଆଉ ପୋଲିସ ଅଭିଯୋଗ ଆଧାରରେ ତଦନ୍ତ ଆରମ୍ଭ କରିଥିଲା। ବଲାଙ୍ଗୀର ପୌର ପରିଷଦ ଅଧ୍ୟକ୍ଷା ମଧ୍ୟ ମୃତକଙ୍କ ପରିବାର ଲୋକଙ୍କୁ ଭେଟିବା ସହ ଅଞ୍ଚଳରେ ଅପରାଧ ବଢ଼ୁଥିବାରୁ ପୋଲିସକୁ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!