Thursday, June 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୋଲେରୋ ଦୁର୍ଘଟଣା, ୫ଗୁରୁତର

by ସଞ୍ଜୟ ସ୍ୱାଇଁ
April 3, 2021
in Accident, State
ବାଇକ ଉପରେ ଚଢିଗଲା ବସ୍: ୩ମୃତ
329
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): କୋକସରା ବ୍ଲକ ୨୬ନଂ ଜାତୀୟ ରାଜପଥ ମହାଜଗୁଡ଼ା ନିକଟରେ ଭାରସାମ୍ୟ ହରାଇ ଏକ ବୋଲେରୋ ଦୁର୍ଘଟଣା ହୋଇଛି । ବୋଲେରୋଟି ରାସ୍ତାରୁ ପ୍ରାୟ ୫୦ ମିଟର ଚାଷ ଜମିକୁ ଓଲଟି ପଡ଼ିଥିଲା । ଦୁର୍ଘଟଣାରେ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ବେଳେ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ରେ କୋସରା ହସ୍ପିଟାଲକୁ ଆଣି ଭର୍ତ୍ତି କରିଥିଲେ ପରେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା । ସୂଚନାନୁସାରେ, କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଳକ ମଶାଣି ମୁଣ୍ଡା ଗ୍ରାମର ରାମଚନ୍ଦ୍ର ଦୀପ(୫୦) ହେମଲତା ଦୀପ(୪୫) ସୀତାକାନ୍ତ ମଙ୍ଗରାଜ(୩୫) ବୋଲେରୋ ଡ୍ରାଇଭର ମାଧବ ସାହୁ(୩୫) ଓ ସନ୍ତୋଷ ଦୀପ(୨୧) ମାଲକାନଗିରି ଜିଲ୍ଳା କାଲିମେଳା କୁ ରାମଚନ୍ଦ୍ର ଦୀପଙ୍କ ଚିକିତ୍ସା ପାଇଁ ଯାଇଥିଲେ । ସେଠାରୁ ନିଜ ଘରକୁ ଫେରୁଥିବା ସମୟରେ ଝଡ଼ ପବନ ଯୋଗୁ ବୋଲେରୋ ଭାରସାମ୍ୟ ହରାଇ ଦୁର୍ଘଟଣା ହୋଇଥିଲା । ଯାହାଫଳରେ ବୋଲେରୋ ବସିଥିବା ଯାତ୍ରୀ ଓ ଡ୍ରାଇଭର ଗୁରୁତର ହୋଇଥିବା ଜଣାପଡିଛି । ସ୍ଥାନୀୟ ଲୋକ ଗୁରୁତର ଥିବା ବ୍ୟକ୍ତିମାନଙ୍କୁ ମେଡିକାଲରେ ଭର୍ତ୍ତି କରିଥିଲେ । ଖବର ପାଇ ଆମପାଣି ଥାନା ପୋଲିସ ପହଞ୍ଚି ଦୁର୍ଘଟଣା ଗାଡ଼ି ଜବତ କରିବା ସହ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଚଳାଇଥିବା ଥାନା ପକ୍ଷରୁ ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!