Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘାଟିରେ ଓଲଟିଲା ବୋଲେରୋ

by ସଞ୍ଜୟ ସ୍ୱାଇଁ
May 16, 2025
in Accident, State
ଘାଟିରେ ଓଲଟିଲା ବୋଲେରୋ
77
VIEWS
Share on FacebookShare on Twitter

ମୋହନା, (ବାଘୁଆବାର୍ତ୍ତା): ଗଜପତି ଜିଲା ମୋହନା ଥାନା ନାରିଙ୍ଗୀ ଘାଟିରେ ବୋଲେରୋ ଦୁର୍ଘଟଣାଗସ୍ତ ହୋଇଛି। ଦୁର୍ଘଟଣାରେ ଡ୍ରାଇଭର ଗୁରୁତର ହୋଇ ମୋହନା ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ଡ୍ରାଇଭର ଜଣକ ହେଲେ, ଚନ୍ଦ୍ରଗିରି ଗାଁର ଶିବରାମ ବଡ଼କୁମର। ବୋଲେରୋଟି ଚନ୍ଦ୍ରଗିରିରୁ ମୋହନା ଅଭମୁଖେ ଯାଉଥିବା ବେଳେ ସାମ୍ନା ପଟୁ ଦ୍ରୁତଗତିରେ ଆସୁଥିବା କାର୍କୁ ସାଇଡ୍ ଦେବାକୁ ଯାଇ ବୋଲେରୋଟି ଭାରସାମ୍ୟ ହାରାଇ ରାସ୍ତାର ବାମ ପଟକୁ ଓଲଟି ପଡ଼ିଥିଲା। ସ୍ଥାନୀୟ ଲୋକେ ଗୁରୁତର ଡ୍ରାଇଭରଙ୍କୁ ଉଦ୍ଧାର କରି ମୋହନା ମେଡିକାଲରେ ଭର୍ତ୍ତି କରିଛନ୍ତି। ଡାକ୍ତର ପ୍ରାଥମିକ ଚିକିତ୍ସା ପରେ ଅଧିକ ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରିଥିବା ଡାକ୍ତର ରିତେଶ କୁମାର ପାଢ଼ୀ କହିଛନ୍ତି। ଖବର ପାଇ ମୋହନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୋଲେରୋ ଜବତ କରି ଅଧିକ ତଦନ୍ତ କରୁଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!