Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବ ରାଗ ରଖି ଦୋକାନ ଉପରେ ବୋମା ମାଡ଼

by ସଞ୍ଜୟ ସ୍ୱାଇଁ
July 28, 2021
in Crime, State
ପୂର୍ବ ରାଗ ରଖି ଦୋକାନ ଉପରେ ବୋମା ମାଡ଼
87
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ରଥଯାତ୍ରା ସରିବା ପରେ ପୁଣି ଅଶାନ୍ତ ହୋଇ ପଡିଛି ପୁରୀ ସହର । ତିନି ଦିନ ତଳେ ଏକ ହତ୍ୟାକାଣ୍ଡ ଘଟିଥିବା ବେଳେ ଗତକାଲି ରାତିରେ ଅଠର ନଳାରେ ଘନ ଘନ ବୋମାମାଡ଼ ହୋଇଛି । ଏକ ଦୋକାନ ଉପରେ ୫ଟି ବୋମାମାଡ଼ କରିଛନ୍ତି କିଛି ଦୁର୍ବୁତ୍ତ । ତେବେ ଏଥିରେ କାହାର କିଛି କ୍ଷତି ହୋଇ ନାହିଁ । ବାବୁଆ ନାୟକଙ୍କ ଦୋକାନ ଉପରେ ଏହି ବୋମାମାଡ଼ ହୋଇଛି । ପୁରୀ ସଦର ଥାନା ପୋଲିସ ଘଟଣାସ୍ଥଳରେ ତଦନ୍ତ କରିଛି । ବାବୁଆ ନାୟକ କହିଛନ୍ତି, କିଛି ଦିନ ହେବ ଏକ ଜମିକୁ ନେଇ ତାଙ୍କ ସମ୍ପର୍କୀୟଙ୍କ ସହ ବିବାଦ ରହିଥିଲା । ତାପୂର୍ବରୁ ଗଣ୍ଡଗୋଳ ବି ହୋଇଥିଲା। ପୂର୍ବ ରାଗ ରଖି ଦୋକାନ ଉପରେ ବୋମାମାଡ଼ କରି ଭୟଭୀତ କରାଯାଉଥିବା ସେ ଅଭିଯୋଗ କରିଛନ୍ତି । ଦୁଇ ଦିନ ତଳେ ବାସେଳିସାହି ଥାନା ବଡ଼ ପୋଖରୀ ଅଞ୍ଚଳରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା କରିବା ଘଟଣାରେ ଏଯାଏ ଅଭିଯୁକ୍ତଙ୍କୁ ଧରି ପାରିନି ପୋଲିସ । ଏପଟେ ଅଠରନଳା ବଜାର ଉପରେ ବୋମାମାଡ଼ ସହରରେ ପୋଲସି ପାଇଁ ଚ୍ୟାଲେଞ୍ଜ । ରଥଯାତ୍ରା ପରେ ପୁଣି ପୁରୀ ସହର ଅଶାନ୍ତ ହୋଇ ପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!