Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବ ଶତ୍ରୁତା କୁ ନେଇ ପିକୋଳ ଗାଁରେ ବୋମାମାଡ

by ସଞ୍ଜୟ ସ୍ୱାଇଁ
October 25, 2022
in Crime, State
ପୂର୍ବ ଶତ୍ରୁତା କୁ ନେଇ ପିକୋଳ ଗାଁରେ ବୋମାମାଡ
66
VIEWS
Share on FacebookShare on Twitter

ସାଲେପୁର, (ବାଘୁଆବାର୍ତ୍ତା): ଦୀପାବଳି ରାତିରେ ଅଭାବନୀୟ ଘଟଣା । ସାଲେପୁର ପିକୋଳ ଗାଁରେ ବୋମାମାଡ । ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ ହୋଇଥିବା ଅଭିଯୋଗ ହୋଇଛି । ବିଳମ୍ବିତ ରାତିରେ ଗାଁର ପତିତପାବନ ନାୟକଙ୍କ ଘର ଉପରକୁ ବୋମାମାଡ କରିଛନ୍ତି ଦୁର୍ବୃତ୍ତ । ତେବେ ଏହି ବୋମାମାଡରେ କାହାର କୌଣସି କ୍ଷୟକ୍ଷତି ହୋଇନି । ଏନେଇ ସାଲେପୁର ଥାନାରେ ଅଭିଯୋଗ ହୋଇଛି । ପୋଲିସ ଘଟଣାସ୍ଥଳକୁ ଯାଇ ଛାନଭିନ୍ ଆରମ୍ଭ କରୁଛି । ବୋମାମାଡ ପରେ ପତିତପାବନଙ୍କ ପରିବାର ଭୟରେ ଅଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!