Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦଶପଲ୍ଲାରେ ବୋମା ଆତଙ୍କ, ପୁଲିସର ଛାନଭିନ

by ସଞ୍ଜୟ ସ୍ୱାଇଁ
April 22, 2023
in Crime, State
ଦଶପଲ୍ଲାରେ ବୋମା ଆତଙ୍କ, ପୁଲିସର ଛାନଭିନ
281
VIEWS
Share on FacebookShare on Twitter

ଦଶପଲ୍ଲା, (ବାଘୁଆବାର୍ତ୍ତା): ଦଶପଲ୍ଲା ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ନାରାୟଣଗଞ୍ଜ ହାଟ ନିକଟରେ ବୋମା ଆତଙ୍କ ଦେଖିବାକୁ ମିଳିଛି । ରାସ୍ତାରେ କଣ ପଡ଼ିଛି ବୋଲି ଦେଖିବା ସମୟରେ ବୋମାଟି ପ୍ରଚଣ୍ଡ ଶବ୍ଦ କରି ଫୁଟିଯାଇଥିଲା । ଏଥିରେ ସାଗର ଗୁରୁତର ଭାବେ ଆହତ ହୋଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଫୁଟା ବୋମା ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।

ଆଜି ସକାଳ ୧୦ଟା ସମୟରେ ନାରାୟଣଗଞ୍ଜ ହାଟରୁ ଖାଲମଡ଼ା ଗ୍ରାମର ୬୭ ବର୍ଷୀୟ ସାଗର ନାୟକ ଓ ବୁଗୁଡ଼ା ଗ୍ରାମର ୬୦ ବର୍ଷୀୟ ବିଦ୍ୟା ପ୍ରଧାନ କିଛି ରାସନ କିଣି ଫେରୁଥିବା ବେଳେ ରାସ୍ତାରେ ଦୁଇଟି ବୋମା ପଡ଼ିଥିବା ଦେଖିଥିଲେ । ଶବ୍ଦ ଶୁଣି ଘଟଣା ସ୍ଥଳରେ ଶହ ଶହ ଲୋକ ପହଞ୍ଚିବା ସହ ଦଶପଲ୍ଲା ପୋଲିସକୁ ଖବର ଦେଇଥିଲେ । ପରେ ଦଶପଲ୍ଲା ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୋମାକୁ ନିଷ୍କ୍ରିୟ କରିବା ପାଇଁ ଚେଷ୍ଟା ଜାରି ରଖିଛି । ବୋମାକୁ ନିଷ୍କ୍ରିୟ କରିବା ପାଇଁ ଏକ ଟିମ୍ ନୟାଗଡ଼ରୁ ବାହାରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!