Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିପିୟୁଟି ୟୁଜି ଓ ପିଜି ଛାତ୍ରଛାତ୍ରୀଙ୍କ ୨୦୨୧ ଶିକ୍ଷାବର୍ଷ କ୍ୟାଲେଣ୍ଡର ପ୍ରକାଶ ପାଇଛି

by ସଞ୍ଜୟ ସ୍ୱାଇଁ
September 13, 2021
in Education, State
ବିପିୟୁଟି ୟୁଜି ଓ ପିଜି ଛାତ୍ରଛାତ୍ରୀଙ୍କ ୨୦୨୧ ଶିକ୍ଷାବର୍ଷ କ୍ୟାଲେଣ୍ଡର ପ୍ରକାଶ ପାଇଛି
62
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ (ବିପିୟୁଟି) ୟୁଜି ଓ ପିଜି ଛାତ୍ରଛାତ୍ରୀଙ୍କ ୨୦୨୧ ଶିକ୍ଷାବର୍ଷ କ୍ୟାଲେଣ୍ଡର ପ୍ରକାଶ ପାଇଛି । ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ସବୁ ବୈଷୟିକ କଲେଜ ଗୁଡ଼ିକରେ ଆସନ୍ତା ଅକ୍ଟୋବର ୧ରୁ ଉଭୟ ୟୁଜି ଓ ପିଜି ପ୍ରଥମ ବର୍ଷ ପିଲାଙ୍କ ପ୍ରଥମ ସେମିଷ୍ଟର ପାଇଁ ପାଠପଢ଼ା ଆରମ୍ଭ ହେବ । ନଭେମ୍ବର ୨ ତାରିଖରେ ଛାତ୍ରଛାତ୍ରୀଙ୍କ ନାମ ବିଶ୍ୱବିଦ୍ୟାଳୟ ପୋର୍ଟାଲ୍‌ରେ ପ୍ରକାଶ ପାଇବ । ଏହାପରେ କଲେଜ କର୍ତ୍ତୃପକ୍ଷ ନଭେମ୍ବର ୩ରୁ ୯ ତାରିଖ ପର୍ୟ୍ୟନ୍ତ କ୍ଲାସ୍‌ ଟେଷ୍ଟ କରିବେ । ୧୦ ତାରିଖରେ ଏହାର ଫଳ ପ୍ରକାଶ କରିବେ । ପୁଣି ଡିସେମ୍ବର ୯ରୁ ୧୪ ଯାଏ ଦ୍ୱିତୀୟ କ୍ଲାସ୍‌ ଟେଷ୍ଟ ହେବ । ଏହାର ଫଳ ଡିସେମ୍ବର ୧୫ ତାରିଖରେ ବାହାରିବ । ଆସନ୍ତାବର୍ଷ ଜାନୁଆରୀ ୨୪ରୁ ଫେବ୍ରୁଆରୀ ୫ ଯାଏ ସେମିଷ୍ଟାର ପରୀକ୍ଷା କରାଯିବ । ମାର୍ଚ୍ଚ ୪ରେ ଫଳ ପ୍ରକାଶ ପାଇବ । ଫେବ୍ରୁଆରୀ ୧୪ରୁ ପୁଣି ଦ୍ୱିତୀୟ ସେମିଷ୍ଟାର ପାଇଁ ପାଠପଢ଼ା ଚାଲିବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!