Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବରିଷ୍ଠ ନାଗରିକଙ୍କ ଟ୍ରେନ ଗଡ଼ିଲା

by ସଞ୍ଜୟ ସ୍ୱାଇଁ
February 28, 2020
in Toursimi
ବରିଷ୍ଠ ନାଗରିକଙ୍କ ଟ୍ରେନ ଗଡ଼ିଲା
8
VIEWS
Share on FacebookShare on Twitter

ଭୂବନେଶ୍ୱର, (ବାଘୁଆବାର୍ତ୍ତା ବ୍ୟୁରୋ): ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଆଜି ଅନେକ ବରିଷ୍ଠ ନାଗରିକ ଟ୍ରେନ ଯୋଗେ ତୀର୍ଥଯାତ୍ରା କରିଛନ୍ତି । ବ୍ରହ୍ମପୁର ରେଳ ଷ୍ଟେସନଠାରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଟ୍ରେନକୁ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ, ସାହିତ୍ୟ, ଭାଷା ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପ୍ରାଣୀଗ୍ରାହୀ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହି ଉପଲକ୍ଷେ ଆୟୋଜିତ ସଭାରେ ସାଂସଦ ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ, ଛତ୍ରପୁର ବିଧାୟକ, କବିସୂର୍ଯ୍ୟନଗର ବିଧାୟିକା ଓ ପୋଲସରା ବିଧାୟକ ପ୍ରମୂଖ ଯୋଗ ଦେଇଥିବା ବେଳେ ଗଞ୍ଜାମ ଜିଲ୍ଲାପାଳ ଉପସ୍ଥିତ ରହିଥିଲେ । ଏହି ଉପଲକ୍ଷେ ଆୟୋଜିତ ଏକ ସଭାରେ ରାଜ୍ୟ ସରକାର ବରିଷ୍ଠ ନାଗରିକମାନଙ୍କ ପାଇଁ ହୋଇଥିବା ତୀର୍ଥଯାତ୍ରା ଯୋଜନାକୁ ପ୍ରଶଂସା କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!