Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏକ କୋଟିରୁ ଉର୍ଦ୍ଧ୍ବ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
July 30, 2021
in Feature News
୬ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

similar image

105
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଏସଟିଏଫ୍ ପକ୍ଷରୁ ପିପିଲି- ନିମାପଡ଼ା ଓଭରବ୍ରିଜ ଉପରୁ ଏକ କେଜି ୪୮ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରାଯାଇଛି। ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ଏକ କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେବ ବୋଲି କୁହାଯାଉଛି। ଏହି ମାମଲାରେ ଇମତାଜ ଖାନ୍ ନାମକ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଥିବାର ସୂଚନା ମିଳିଛି। ଆଜି ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯିବ। ଗତ ଏକ ବର୍ଷ ଭିତରେ ୩୫ କେଜି ବ୍ରାଉନସୁଗାର ଜବତ କରିଛି ଏସଟିଏଫ୍। ଠିକ୍ ସେହିପରି ୬୭ କ୍ବିଣ୍ଟାଲ୍ ୫୨ କେଜି ଗଂଜେଇ ଜବତ ହେଇଥିବା ବେଳେ, ଶହେରୁ ଅଧିକ ନିଶା ବେପାରୀଙ୍କୁ ଗିରଫ କରଯାଇସାରିଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!