Wednesday, August 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାଢ଼େ ୫ ଗ୍ରାମ ବ୍ରାଉନସୁଗର ଜବତ, କରେଣ୍ଟ ଗିରଫ

by ସଞ୍ଜୟ ସ୍ୱାଇଁ
April 10, 2021
in Crime, Nayagarh
ସାଢ଼େ ୫ ଗ୍ରାମ ବ୍ରାଉନସୁଗର ଜବତ, କରେଣ୍ଟ ଗିରଫ
1k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା) : ବ୍ରାଉନସୁଗର କବଳରେ ନୟାଗଡ଼ ଜିଲ୍ଲା । ଗୋଟିଏ ସପ୍ତାହ ମଧ୍ୟରେ ୩ ଜଣଙ୍କୁ ଗିରଫ କରିଛି ପୁଲିସ । ଆଜି ନୟାଗଡ଼ ଜିଲ୍ଲା ସଦରଥାନା ଅନ୍ତର୍ଗତ ବାଲୁଗାଁ ନିକଟସ୍ଥ ଜାମୁବଣି ନିକଟରୁ ପୁଲିସ ୫.୫ ଗ୍ରାମର ବ୍ରାଉନସୁଗର ଜବତ କରିଛି । ସିନ୍ଦୁରିଆ ଗ୍ରାମର କରେଣ୍ଟ ଖାନ୍ ଜାମୁବଣି ନିକଟରେ ବ୍ୟବସାୟ କରିବା ପାଇଁ ଅପେକ୍ଷା କରିଥିବା ବେଳେ ପୁଲିସ ତାକୁ କାବୁ କରି ନେଇଥିଲା । ତା ନିକଟରେ ବ୍ରାଉନୁସୁଗାର ଜବତ କରିବା ସହ ଆଜି ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ସଦରଥାନା ଅଧିକାରୀ ଶରତ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!