Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ରାଉନ ସୁଗାର ଜବତ, ୩ଗିରଫ

by ସଞ୍ଜୟ ସ୍ୱାଇଁ
March 1, 2021
in Feature News
ବ୍ରାଉନ ସୁଗାର ଜବତ, ୩ଗିରଫ
458
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ବ୍ରାଉନ ସୁଗାରବେବପାର ବଢ଼ିବାରେ ଲାଗିଛି । ଏତେ ମାତ୍ରାରେ ବ୍ରାଉନ୍ ସୁଗାର କେଉଁଠି ଆସୁଛି, କିଏ ଆଣୁଛି ତା’ର ପତ୍ତା ପୁଲିସ ପାଖରେ ନଥିବା ବେଳେ ଆଜି ବାଇପାସର ରିଲିଆନ୍ସ ପେଟ୍ରୋଲ ପମ୍ପ ନିକଟରେ ଆଜି ଅଚାନକ ଚଢ଼ାଉ କରିଛି ଖୋର୍ଦ୍ଧା ଆର୍ଦଶ ଥାନା ପୁଲିସ ୬୫୪ ଗ୍ରାମର ବ୍ରାଉନ ସୁାଗର ଜବତ କରିଛି । । ଏହି ଘଟଣାରେ ୩ ଜଣ ବ୍ୟକ୍ତିଙ୍କୁ ପୁଲିସ ଗିରଫ କରିଥିବା ବେଳେ ସେମାନଙ୍କ ଠାରୁ ୧ଟି କାର, ୬ଟି ମୋବାଇଲ ଓ ନଗଦ ୯୫ ହଜାର ଟଙ୍କା ତବତ କରିବା ସହିତ ଉକ୍ତ ବ୍ୟବସାୟୀମାନଙ୍କୁ ଗିରଫ୍ କରିଥିବା ଜଣାପଡିଛି । ଜବତ ହୋଇଥିବା ବ୍ରାଉନ ସୁାଗରର ମୂଲ୍ୟ ହାରାହାରି ୬୫ ଲକ୍ଷ ଟଙ୍କାରୁ ଉଦ୍ଧ୍ୱର୍ ହେବ ବୋଲି ଅନୁମାନ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!