Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୧ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ

by ସଞ୍ଜୟ ସ୍ୱାଇଁ
March 12, 2021
in Feature News
୧୧ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ
292
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଭଦ୍ରକ ଜିଲ୍ଲାରେ ବେଆଇନ ଭାବେ ବ୍ରାଉନ ସୁଗାର କାରବାର କରୁଥିବା ନିଶା ବେପାରୀମାନଙ୍କ ଉପରେ ସ୍ୱତନ୍ତ ଦୃଷ୍ଟି ଦେଇଛି ଉଭୟ ଭଦ୍ରକ ଜିଲ୍ଲା ପୁଲିସ ଓ କଟକସ୍ଥିତ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ । ସେଥିପାଇଁ ବିଭିନ୍ନ ସ୍ଥାନରେ ପ୍ରତ୍ୟେକ ଦିନ ଚଢ଼ାଉ ଜାରି ରଖିଛନ୍ତି ଭଦ୍ରକ ଜିଲ୍ଲା ପୁଲିସ ଓ କଟକସ୍ଥିତ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ । ଆଜି କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ଭଦ୍ରକରୁ କଟକ ଜାତୀୟ ରାଜପଥରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ଜଣେ ଯୁବକଙ୍କ ଠାରୁ ୧୧ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ କରିବା ସହିତ ଅଭିଯୁକ୍ତକୁ ଗିରଫ କରିଛନ୍ତି। ୧୬ ନମ୍ବର ଜାତୀୟ ରାଜପଥର ନଳାଙ୍ଗ ରିଲିଆନ୍ସ ପେଟ୍ରୋଲ ପମ୍ପ ନିକଟରୁ ଜଣେ ଯୁବକଙ୍କୁ ପିଛାକରି ତାଙ୍କ ଠାରୁ ୧୧୦ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦାର ଏକ ୧୧ ଜଣିଆ ସ୍ୱତନ୍ତ୍ର ଟିମ। ଗିରଫ ଯୁବକ ହେଲେ ନଳାଙ୍ଗ ଅଞ୍ଚଳର ତ୍ରିଲୋଚନ ନାୟକ। ସେ ଆଜି ଜଳେଶ୍ଵର ଅଞ୍ଚଳରୁ ବ୍ରାଉନ ସୁଗାର ଆଣି ଭଦ୍ରକ ଜିଲ୍ଲାରେ କାରବାର କରିଥାଆନ୍ତେ ବୋଲି ଜଣାପଡ଼ିଛି। ତେବେ ଅବକାରୀ ଗୁଇନ୍ଦା ତାକୁ କାବୁ କରିବାରେ ସକ୍ଷମ ହୋଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!