Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୪ଘଣ୍ଟାରେ ମୃତ୍ୟୁ ସଂଖ୍ୟା ରେକର୍ଡ

by ସଞ୍ଜୟ ସ୍ୱାଇଁ
March 10, 2021
in Health, WORLD
୨୪ଘଣ୍ଟାରେ ମୃତ୍ୟୁ ସଂଖ୍ୟା ରେକର୍ଡ
469
VIEWS
Share on FacebookShare on Twitter

ବ୍ରାଜିଲ୍,(ବାଘୁଆବାର୍ତ୍ତା): ମହାମାରୀ କରୋନାର ପ୍ରଭାବ ବ୍ରାଜିଲ୍ ବାସିଙ୍କୁ ମହଙ୍ଗା ପଡିଛି । ଗତ ୨୪ଘଣ୍ଟା ଭିତରେ କରୋନାରେ ଆକ୍ରାନ୍ତ ହୋଇଥିବା ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ୨୪ଘଣ୍ଟାରେ ୧୯୭୨ଜଣଙ୍କର କରୋନା ସଂକ୍ରମିତ ହୋଇ ମୃତ୍ୟୁ ହୋଇଥିବା ବେଳେ ଏହାର ସଂଖ୍ୟା ରେକର୍ଡ ସ୍ତରରେ ପହଞ୍ôଚଛି । ସୂଚନାନୁସାରେ, ବ୍ରାଜିଲ୍ରେ ଗତ ୨୪ଘଣ୍ଟା ମଧ୍ୟରେ ୭୦,୭୬୪ଟି ନୂଆ କେସ୍ ସାମ୍ନାକୁ ଆସିଛି । ଯାହା ବିଶ୍ୱରେ ସବୁଠାରୁ ଅଧିକା । ବ୍ରାଜିଲ୍ରେ ବର୍ତ୍ତମାନ ପର୍ଯ୍ୟନ୍ତ ୧.୧୨କୋଟି ଲୋକ ମହାମାରୀ କରୋନାରେ ସଂକ୍ରମିତ ହୋଇ ସାରିଛନ୍ତି । ସେଥିମଧ୍ୟରୁ ୯୮.୪୩ଲକ୍ଷ ଲୋକ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧.୬୮ଲକ୍ଷ ଲୋକଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!