Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଟି ଅତଡା ଖସି ୩ମୃତ

by ସଞ୍ଜୟ ସ୍ୱାଇଁ
April 16, 2021
in Breaking, State
ମାଟି ଅତଡା ଖସି ୩ମୃତ
256
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ସବୁଠାରୁ ବଡ଼ ଘଟଣା । ମାଟି ଖୋଳିବାକୁ ୩ଜଣଙ୍କର ମୃତ୍ୟୁ ହୋଇଛି । ଏଭଳି ବଡ଼ ଘଟଣା ଘଟିଛି କୋଟାପୁଟ ଜିଲ୍ଲା ପଟାଙ୍ଗି ଅଞ୍ଚଳରେ । ସୂଚନାନୁସାରେ, ପଟାଙ୍ଗି ଅଞ୍ଚଳ ମିରିଆଲୁପଡ଼ା ଗାଁର ୪ଜଣ ମହିଳା ଓ ପୁରୁଷ ବାସନ ମଜା ଏବଂ ଘର ଲିପା ମାଟି ଖୋଲିବାକୁ ଯାଇଥିଲେ । ସେଠାରେ ମାଟି ଖୋଳୁ ଖୋଳୁ ମାଟି ଅତଡ଼ା ଧସିଯିବାରୁ ୪ଜଣ ଜାକ ମାଟି ଭିତରେ ଚାପି ହୋଇ ଯାଇଥିଲେ । ଖବର ପ୍ରକାଶ ହେବା ପରେ ସ୍ଥାନୀୟ ଲୋକ ଆସି ମାଟି ବାହାର କରି ୪ଜଣଙ୍କୁ ଉଦ୍ଧାର କରିଥିବା ବେଳେ ସେଥିରୁ ୩ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ରାମୁଲାମା ମୁଷୁରୀ, ଝିଅ ଦେବୀ ମୁଷୁରୀ ଓ ମିତୁଲା କୋଟାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!