Saturday, July 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଦ ଛାଡିଲେ କୁମାର ମଙ୍ଗଲମ୍ ବିର୍ଲା

by ସଞ୍ଜୟ ସ୍ୱାଇଁ
August 4, 2021
in Business
ପଦ ଛାଡିଲେ କୁମାର ମଙ୍ଗଲମ୍ ବିର୍ଲା
152
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଭୋଡାଫୋଦ-ଆଇଡିଆର ନିର୍ଦ୍ଦେଶକ ପଦ ଛାଡ଼ିଛନ୍ତି ବିର୍ଲା ଗ୍ରୁପ୍ ମୁଖ୍ୟ କୁମାର ମଙ୍ଗଲମ ବିର୍ଲା। ସେ ଉଭୟ ଅଣ କାର୍ୟ୍ୟନିର୍ବାହୀ ନିର୍ଦ୍ଦେଶକ ଓ ଅଣ କାର୍ୟ୍ୟନିର୍ବାହୀ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତାବ ଦେଇଥିଲେ। ଆଜି କମ୍ପାନୀର ବୋର୍ଡ ଅଫ ଡିରେକ୍ଟର୍ସ ତାଙ୍କ ପ୍ରସ୍ତାବକୁ ଗ୍ରହଣ କରି ନେଇଛନ୍ତି। ସେ ପଦ ଛାଡ଼ି ଥିବାରୁ ଟେଲିକମ ଭେଟରାନ ହିମାଂଶୁ କାପାନିଆଙ୍କୁ ତାଙ୍କ ସ୍ଥାନରେ ଅଣ କାର୍ୟ୍ୟନିର୍ବାହୀ ଅଧ୍ୟକ୍ଷ ପଦରେ ନିଯୁକ୍ତି ଦିଆଯାଇଛି । କିଛି ଦିନ ତଳେ କୁମାର ମଙ୍ଗଲମ ବିର୍ଲା ସମସ୍ତଙ୍କୁ ଆଶ୍ଚର୍ୟ୍ୟ କରିବା ଭଳି ଚିଠି ଲେଖିଥିଲେ । ଏହି ଚିଠି ସୋମବାର ସାମ୍ନାକୁ ଆସିବା ପରେ ହଇଚଇ ସୃଷ୍ଟି ହୋଇଥିଲା। ଏଥିରେ ସେ ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଭୋଡାଫୋନ୍ ଆଇଡିଆକୁ ବଞ୍ଚାଇବା ଲାଗି ଏକ ଅଭିନବ ଉପାୟ ସମ୍ପର୍କରେ ସୂଚନା ଦେଇଥିଲେ । ନିଜ ଅଂଶଧନ ସେ ସରକାର କିମ୍ବା ଅନ୍ୟ ଯେକୌଣସି ଘରୋଇ ସଂସ୍ଥାକୁ ଦେଇ ଭୋଡାଫୋନ ଓ ଆଇଡିଆକୁ ଆର୍ଥିକ ସଙ୍କଟରୁ ଉଦ୍ଧାର କରିବାକୁ ପ୍ରସ୍ତାବ ରଖିଥିଲେ। ଏହି ସମୟରେ ସେ କମ୍ପାନୀର ଦାୟିତ୍ୱ ବି ଅନ୍ୟକୁ ଦେବାକୁ ପ୍ରସ୍ତୁତ ଥିବା କହିଥିଲେ। କମ୍ପାନୀ ଯେମିତି ବନ୍ଦ ନ ହେବ, ସେଥିପାଇଁ ସେ ସବୁ କିଛି କରିବାକୁ ପ୍ରସ୍ତୁତ ଥିବା ଉକ୍ତ ଚିଠିରେ ଲେଖିଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!