Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହକିରେ ଭାରତକୁ ବ୍ରୋଞ୍ଜ, ୨-୧ ଗୋଲରେ ସ୍ପେନକୁ ହରାଇଲା ଭାରତ

by ସଞ୍ଜୟ ସ୍ୱାଇଁ
August 8, 2024
in NATIONAL NEWS, Sports
ହକିରେ ଭାରତକୁ ବ୍ରୋଞ୍ଜ, ୨-୧ ଗୋଲରେ ସ୍ପେନକୁ ହରାଇଲା ଭାରତ
118
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): ପ୍ୟାରିସ ଅଲିମ୍ପିକ୍ସରେ ପୁରୁଷ ହକି ଟିମକୁ ବଡ ସଫଳତା । ଅଲିମ୍ପିକ୍ସ ହକିରେ ଭାରତ ଜିତିଲା ବ୍ରୋଞ୍ଜ ପଦକ । ସ୍ପେନକୁ ୨-୧ ଗୋଲରେ ହରାଇ ଭାରତ ଜିତିଲା ବ୍ରୋଞ୍ଜ । ଅଧିନାୟକ ହରମନପ୍ରିତ ସିଂଙ୍କ ଡବଲ ଗୋଲ । ସେହିପରି ଶ୍ରୀଜେଶଙ୍କ ମଧ୍ୟ ଦମଦାର ପ୍ରଦର୍ଶନ ଦେଖିବାକୁ ମିଳିଥିଲା । ଟୋକିଓ ପରେ ପ୍ୟାରିସ ଅଲମ୍ପିକ୍ସରେ ବି ଭାରତ ବ୍ରୋଞ୍ଜ ପଦକ ଜିତିଛି । ଲଗାତାର ଦୁଇଟି ଅଲିମ୍ପିକ୍ସରେ ଭାରତୀୟ ହକି ବ୍ରୋଞ୍ଜ ପଦକ ଜିତିଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!