Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାନ ଭାଇକୁ ଛୁରୀ ଭୂସି ହତ୍ୟା

by ସଞ୍ଜୟ ସ୍ୱାଇଁ
May 29, 2021
in Crime, State
ସାନ ଭାଇକୁ ଛୁରୀ ଭୂସି ହତ୍ୟା
249
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): ଛୁରୀ ଭୂଷି ସାନ ଭାଇର ଜୀବନ ନେଲା ବଡ଼ ଭାଇ । ସାନ ଭାଇକୁ ହତ୍ୟା କରି ଅଭିଯୁକ୍ତ ବଡ଼ ଭାଇ ଫେରାର ହୋଇଯାଇଛି । ଏଭଳି ଏକ ଘଟଣା ଘଟିଛି ଆଠଗାଁ ଅଞ୍ଚଳରେ । ସୂଚନାନୁସାରେ, ବଲାଙ୍ଗୀର ଜିଲ୍ଲା ବୁଇଁତଲା ଥାନା ଅନ୍ତର୍ଗତ ଆଠଗାଁର ବଡ଼ ଭାଇ ସୁବ୍ରତ କୁଅଁର ଓ ସାନ ଭାଇ ତେଜରାଜ କୁଅଁରଙ୍କ ମଧ୍ୟରେ ଆଜି ସକାଳୁ କୌଣସି କାରଣକୁ ନେଇ ଝଗଡ଼ା ହୋଇଥିଲା । ଝଗଡ଼ା ଉଗ୍ର ରୂପ ନେବାରୁ ବଡ଼ ଭାଇ ସୁବ୍ରତ ଏକ ଛୁରୀ ଆଣି ସାନ ଭାଇର ପେଟକୁ ଭୂଷି ଦେଇ ଫେରାର ହୋଇଯାଇଥିଲା । ପରିବାର ଲୋକ ସାନଭାଇ ତେଜରାଜକୁ ନିକଟସ୍ଥ ଡାକ୍ତରଖାନାକୁ ଚିକିତ୍ସା ପାଇଁ ନେଇଥିବା ବେଳେ ଡାକ୍ତର ତେଜରାଜଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ପୁଇଁତଲା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!