Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪୨ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

by ସଞ୍ଜୟ ସ୍ୱାଇଁ
July 7, 2022
in Crime, State
୩କୋଟି ଟଙ୍କାର ଧଳା ଜହର, ମାଡ଼ି ବସିଲା ପୁଲିସ
29
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): କଟକ ଫୁଲନଖରାରୁ ବ୍ରାଉନସୁଗାର ଜବତ ହୋଇଛି । ୪୨୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି ରାଜ୍ୟ ଅବକାରୀ ଫ୍ଲାଇଂ ସ୍କ୍ବାଡ୍ । ବ୍ରାଉନସୁଗାର ସହ ଜଣେ ବେପାରୀକୁ ଗିରଫ କରିଛି ଫ୍ଲାଇଂ ସ୍କ୍ବାଡ୍ । ଜବତ ବ୍ରାଉନସୁଗାରର ମୂଲ୍ୟ ପ୍ରାୟ ୪୨ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ ହୋଇଛି । ତେବେ ବ୍ରାଉନସୁଗାର ଚାଲାଣରେ ଅନ୍ୟ କାହାର ସମ୍ପୃକ୍ତି ରହିଛି ସେନେଇ ଛାନଭିନ୍ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!