Saturday, September 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ରାଉନ ସୁଗାର ଜବତ, ୩ ଚାଲାଣକାରୀ ଗିରଫ

by ସଞ୍ଜୟ ସ୍ୱାଇଁ
July 15, 2021
in Crime, State
ବ୍ରାଉନ ସୁଗାର ଜବତ, ୩ ଚାଲାଣକାରୀ ଗିରଫ
107
VIEWS
Share on FacebookShare on Twitter

ମୟୁରଭଞ୍ଜ, (ବାଘୁଆବାର୍ତ୍ତା): ମୟୁରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ପୁଲିସକୁ ମିଳିଛି ବଡ଼ ସଫଳତା । ଅମର୍ଦାରୋଡ ରାସଗୋବିନ୍ଦପୁର ମୁଖ୍ୟ ରାସ୍ତାର ବାଜପେୟୀ ଛକରୁ ୩ ଜଣ ବ୍ରାଉନସୁଗାର ଚାଲାଣକାରୀଙ୍କୁ ଗିରଫ କରିଛି ପୁଲିସ । ସେମାନଙ୍କ ନିକଟରୁ ୫୦ ହଜାରରୁ ଅଧିକ ଟଙ୍କାର ବ୍ରାଉନ ସୁଗାର, ୨ଟି ବାଇକ୍ ଓ ୩ଟି ମୋବାଇଲ ଜବତ କରିଛି ପୁଲିସ । ଅଭିଯୁକ୍ତମାନେ ହେଲେ ବାଲେଶ୍ଵର ଜିଲ୍ଲା ବସ୍ତା ଥାନା ଅଞ୍ଚଳର ଏସ୍କେ କରିମୁଦିନଓ କୁଳିଅଣା ଥାନା ଅଞ୍ଚଳର ସୁବାସ ଚନ୍ଦ୍ର ମାଝୀ ଓ ଶାନ୍ତନୁ ଖମାରୀ । ଏମାନେ ବସ୍ତା ବ୍ଲକ୍ ଅଞ୍ଚଳରୁ ବ୍ରାଉନସୁଗାର ନେଇ ମୟୁରଭଞ୍ଜ ଜିଲ୍ଲା କୁଳିଅଣା ଅଞ୍ଚଳରେ ବିକ୍ରି କରୁଥିଲେ । ବିଶେଷ ସୂତ୍ରରୁ ଖବର ପାଇ ସେମାନଙ୍କୁ ଗିରଫ କରିଛି ପୁଲିସ । ଏ ନେଇ କେସ୍ ନଂ ୧୭୪ଜ୍ଝ୨୧ରେ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି ପୋଲିସ । ତେବେ ଏହି ରାକେଟରେ ଅନ୍ୟ କେଉଁମାନେ ସାମିଲ ଅଛନ୍ତି ସେ ନେଇ ଅଧିକ ତଦନ୍ତ ଜାରି ରଖିଛି ରାସଗୋବିନ୍ଦପୁର ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!