Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୦୦ ଗ୍ରାମ ବ୍ରାଉନସୁଗାର ସହିତ ଏକ ବାଇକ ଜବତ,

by ସଞ୍ଜୟ ସ୍ୱାଇଁ
July 22, 2021
in Crime, State
୨୦୦ ଗ୍ରାମ ବ୍ରାଉନସୁଗାର ସହିତ ଏକ ବାଇକ ଜବତ,
218
VIEWS
Share on FacebookShare on Twitter

ଜଳେଶ୍ବର, (ବାଘୁଆବାର୍ତ୍ତା): ଜଳେଶ୍ଵର ଅବକାରୀ ବିଭାଗର ଚଢ଼ାଉ । ଚାଲନ୍ତି ଅଞ୍ଚଳରୁ ଜଣେ ବ୍ରାଉନସୁଗାର ବେପାରୀଙ୍କ ସହ ୨ଶହ ଗ୍ରାମ ବ୍ରାଉନସୁଗାର ଓ ଗୋଟିଏ ବାଇକ୍ ଜବତ ହୋଇଛି। ଗିରଫ ଯୁବକ ଜଣଙ୍କ ହେଲେ ମୟୁରଭଞ୍ଜ ଜିଲ୍ଲା ବାରିପଦା ଅଞ୍ଚଳର ସଞ୍ଜୟ କୁମାର ସିଂ । ଜବତ ବ୍ରାଉନସୁଗାରର ମୂଲ୍ୟ କୋଡିଏ ଲକ୍ଷ ଟଙ୍କା ହେବ । ବାଲେଶ୍ବର ଜିଲ୍ଲା ଜଳେଶ୍ବର ଅବକାରୀ ବିଭାଗ କୌଣସି ସୂତ୍ରରୁ ଖବର ପାଇ ଗୁରୁବାର ସକାଳ ୭ଟା ୩୦ମିନିଟ୍ ସମୟରେ ଜଳେଶ୍ବର ଚାଲନ୍ତି ଅଞ୍ଚଳରେ ଚଢ଼ାଉ କରିଥିଲା । ମୟୁରଭଞ୍ଜ ଜିଲ୍ଲା ବାରିପଦା ସହରର ରାମଚନ୍ଦ୍ରପୁର ଅଞ୍ଚଳର ଯୁବକ ସଞ୍ଜୟ କୁମାର ସିଂ ଏକ ବାଇକ୍ ଯୋଗେ ବ୍ରାଉନସୁଗାର ନେଇ ଯାଉଥିଲା ବେଳେ ଅବକାରୀ ବିଭାଗ ମାଡି ବସିଥିଲା । ଯୁବକଙ୍କ ନିକଟରୁ ୨ଶହ ଗ୍ରାମ ବ୍ରାଉନସୁଗାର ଓ ଏକ ବାଇକ୍ ଜବତ କରିଛି ଅବକାରୀ ବିଭାଗ । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୨୦ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ଏହି ଚଢ଼ାଉରେ ଜଳେଶ୍ବର ଅବକାରୀ ଆଇଆଇସି ଦେବେନ୍ଦ୍ର କୁମାର ବେହେରା, ରାମଚନ୍ଦ୍ର ମହାନ୍ତି, ରାଜୀବ କୁମାର ଭଞ୍ଜ, ଜୟମାଧବ ପଟ୍ଟନାୟକ, ପିଙ୍କି ମାରାଣ୍ଡି ଏହି ଚଢ଼ାଉ ବେଳେ ଉପସ୍ଥିତ ଥିଲେ । ତେବେ ଅବକାରୀ ବିଭାଗ ବ୍ରାଉନସୁଗାର ବେପାରୀକୁ ଗିରଫ କରି ତଦନ୍ତ ଜାରି ରଖିଛି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!