Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀରୁ ଜବତ ହେଲା କୋଟିଏରୁ ଉର୍ଦ୍ଧ୍ୱ ଟଙ୍କାର ବ୍ରାଉନ୍‌ସୁଗାର

by ସଞ୍ଜୟ ସ୍ୱାଇଁ
October 1, 2022
in Crime, State
ରାଜଧାନୀରୁ ଜବତ ହେଲା କୋଟିଏରୁ ଉର୍ଦ୍ଧ୍ୱ ଟଙ୍କାର ବ୍ରାଉନ୍‌ସୁଗାର
58
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଏସଟିଏଫ୍‌ ପଞ୍ଝାରେ ବ୍ରାଉନସୁଗାର ବେପାରୀ । ଭୁବନେଶ୍ବର ହଳଦୀପଡିଆ ବସ୍ତିରୁ ୧ କେଜି ୧୫୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି ଏସଟିଏଫ ଟିମ୍ । ଏଥିରେ ଜଡ଼ିତ ବ୍ରାଉନସୁଗାର ବେପାରୀ ସିଦ୍ଧାର୍ଥ ନାୟକକୁ ଗିରଫ କରିଛି ପୋଲିସ୍ । ଜବତ ବ୍ରାଉନସୁଗାରର ଆନୁମାନିକ ମୁଲ୍ୟ ୧ କୋଟି ୧ ଲକ୍ଷ ୫୦ ହଜାର ଟଙ୍କା ହେବ ବୋଲି ଜଣାପଡ଼ିଛି । କ୍ରାଇମବ୍ରାଞ୍ଚ ଡିଆଇଜି ଜୟ ନାରାୟଣ ପଙ୍କଜ ଏନେଇ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!